1 Chronicles 4:22 — Compare Translations
5 translations compared side by side
Odia - 1840
"ୟୋକୀମ ଏବଂ କୋଷବୋର ଲୋକେ, ୟୋଯାଶ ଓ ସାରଫ ମାୟୋବିଯ ସ୍ତ୍ରୀମାନଙ୍କୁ ବିବାହ କରିଥିଲେ। ଏହାପରେ ସମାନେେ ବୈଥଲହେିମକୁ ଫରେି ୟାଇଥିଲେ। ଏହି ଲଖାଗେୁଡ଼ିକ ଅତି ପ୍ରାଚୀନ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯୋକୀମ୍ ଓ କୋଷେବାର ଲୋକମାନେ ଓ ଯୋୟାଶ୍ ଓ ସାରଫ୍ ନାମକ ମୋୟାବର ଶାସନକର୍ତ୍ତା ଓ ଯାଶୂବିଲେହମ୍ । ଏ ଅତି ପୁରାତନ କଥା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋକୀମ ଏବଂ କୋଷେବାର ଲୋକେ, ଯୋୟାଶ ଓ ସାରଫ ମୋୟାବିୟ ସ୍ତ୍ରୀମାନଙ୍କୁ ବିବାହ କରିଥିଲେ। ଏହା ପରେ ସେମାନେ ବୈଥଲେହିମକୁ ଫେରି ଯାଇଥିଲେ। ଏହି ଲେଖାଗୁଡ଼ିକ ଅତି ପ୍ରାଚୀନ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋକୀମ୍, କୋଷେବାର ଲୋକମାନେ, ଯୋୟାଶ୍, ସାରଫ୍ ନାମକ ମୋୟାବର ଶାସନକର୍ତ୍ତା ଓ ଯାଶୂବିଲେହମ୍। ଏହା ଲିଖିତ ବିବରଣୀ ଅଟେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୋକୀମ୍, କୋଷେବାର ଲୋକମାନେ, ଯୋୟାଶ୍, ସାରଫ୍ ନାମକ ମୋୟାବର ଶାସନକର୍ତ୍ତା ଓ ଯାଶୂବିଲେହମ୍। ଏହା ଲିଖିତ ବିବରଣୀ ଅଟେ।