1 Chronicles 4:23 — Compare Translations
5 translations compared side by side
Odia - 1840
"ଶଲୋଙ୍କ ପୁତ୍ରମାନେ ମୃତ୍ତିକାରୁ ବିଭିନ୍ନ ବସ୍ତୁ ନିର୍ମାଣକାରୀ ମୃତ୍ତିକାର ଥିଲେ। ସମାନେେ ନତାଯିମ ଓ ଗଦରୋ ରେ ବାସ କରୁଥିଲେ। ସମାନେେ ସହେି ସହରଗୁଡ଼ିକରେ ରହି ରାଜାଙ୍କ ନିମନ୍ତେ କାର୍ୟ୍ଯ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ କୁମ୍ଭକାର ଓ ନତାୟିମ ଓ ଗଦେରାରେ ବାସ କଲେ; ସେମାନେ ସେଠାରେ ରାଜା ସଙ୍ଗେ ତାହାର କାର୍ଯ୍ୟ ସକାଶେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶେଲାଙ୍କ ପୁତ୍ରମାନେ ମୃତ୍ତିକାରୁ ବିଭିନ୍ନ ବସ୍ତୁ ନିର୍ମାଣକାରୀ ମୃତ୍ତିକାର ଥିଲେ। ସେମାନେ ତନାୟିମ ଓ ଗଦେରାରେ ବାସ କରୁଥିଲେ। ସେମାନେ ସେହି ସହରଗୁଡ଼ିକରେ ରହି ରାଜାଙ୍କ ନିମନ୍ତେ କାର୍ଯ୍ୟ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ କୁମ୍ଭକାର, ନତାୟିମ ଓ ଗଦେରାରେ ବାସ କଲେ; ସେମାନେ ସେଠାରେ ରାଜା ସଙ୍ଗେ ତାହାର କାର୍ଯ୍ୟ ସକାଶେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ କୁମ୍ଭକାର, ନତାୟିମ ଓ ଗଦେରାରେ ବାସ କଲେ; ସେମାନେ ସେଠାରେ ରାଜା ସଙ୍ଗେ ତାହାର କାର୍ଯ୍ୟ ସକାଶେ ବାସ କଲେ।