1 Chronicles 4:25 — Compare Translations

5 translations compared side by side

Odia - 1840
"ଶୌଲଙ୍କର ପୁତ୍ର ଥିଲେ ଶଲ୍ଲୁମ। ଶଲ୍ଲୁମଙ୍କର ପୁତ୍ର ଥିଲେ ମିବସମ୍। ମିବସମ୍ଙ୍କର ପୁତ୍ର ଥିଲେ ମିସମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ପୁତ୍ର ଶଲ୍ଲୁମ୍, ତାହାର ପୁତ୍ର ମିବ୍ସମ୍, ତାହାର ପୁତ୍ର ମିସ୍ମ ।
Odia Bible ERV 2004 (ପବିତ୍ର ବାଇବଲ)
ଶୌଲଙ୍କର ପୁତ୍ର ଥିଲେ ଶଲ୍ଲୁମ। ଶଲ୍ଲୁମଙ୍କର ପୁତ୍ର ଥିଲେ ମି‌ବ୍‌ସମ୍। ମି‌ବ୍‌ସ‌ମଙ୍କର ପୁତ୍ର ଥିଲେ ମି‌‌ସ୍‌‌ମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ପୁତ୍ର ଶଲ୍ଲୁମ୍‍, ତାହାର ପୁତ୍ର ମିବ୍‍ସମ୍‍, ତାହାର ପୁତ୍ର ମିଶ୍ମା।
Odia IRV 2017 (ଓଡିଆ ବାଇବେଲ)
ତାହାର ପୁତ୍ର ଶଲ୍ଲୁମ୍‍, ତାହାର ପୁତ୍ର ମିବ୍‍ସମ୍‍, ତାହାର ପୁତ୍ର ମିଶ୍‍ମା।