1 Chronicles 4:26 — Compare Translations

5 translations compared side by side

Odia - 1840
"ମିସମଙ୍କର ପୁତ୍ର ଥିଲେ ହାମୁଯଲେ। ହାମୁଯଲଙ୍କେର ପୁତ୍ର ଥିଲେ ସାକ୍କୁର। ସାକ୍କୁରଙ୍କର ପୁତ୍ର ଥିଲେ ଶିମଯି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମିସ୍ମର ସନ୍ତାନ ହମୁୟେଲ, ତାହାର ସନ୍ତାନ ସକ୍କୁର୍, ତାହାର ପୁତ୍ର ଶିମୟି ।
Odia Bible ERV 2004 (ପବିତ୍ର ବାଇବଲ)
ମି‌‌ସ୍‌‌ମଙ୍କର ପୁତ୍ର ଥିଲେ ହାମୁୟେଲ। ହାମୁୟେଲଙ୍କର ପୁତ୍ର ଥିଲେ ସାକ୍କୁର। ସାକ୍କୁରଙ୍କର ପୁତ୍ର ଥିଲେ ଶିମୟି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମିଶ୍ମାର ସନ୍ତାନ ହମୁୟେଲ, ତାହାର ସନ୍ତାନ ସକ୍କୁର, ତାହାର ପୁତ୍ର ଶିମୀୟି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମିଶ୍‍ମାର ସନ୍ତାନ ହମୁୟେଲ, ତାହାର ସନ୍ତାନ ସକ୍କୁର, ତାହାର ପୁତ୍ର ଶିମୀୟି।