1 Chronicles 4:27 — Compare Translations
5 translations compared side by side
Odia - 1840
"ଶିମଯିଙ୍କର ଷୋହଳ ଜଣ ପୁତ୍ର ଥିଲେ ଓ ଛଅ ଜଣ କନ୍ଯା ଥିଲେ। କିନ୍ତି ଶିମଯିଙ୍କର ଭ୍ରାତାମାନଙ୍କର କୌଣସି ସନ୍ତାନ ସନ୍ତତି ନ ଥିଲେ। ଶିମଯିଙ୍କର ଭ୍ରାତାମାନଙ୍କର କୌଣସି ବଡ଼ ପରିବାର ନ ଥିଲା। ଯିହୁଦାର ଅନ୍ଯାନ୍ଯ ପରିବାରଗୁଡ଼ିକ ପରି ସମାନଙ୍କେର ପରିବାରବର୍ଗ ବଡ଼ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଶିମୟିର ଷୋଳ ପୁତ୍ର ଓ ଛଅ କନ୍ୟା ଥିଲେ; ମାତ୍ର ତାହାର ଭ୍ରାତୃଗଣର ଅନେକ ସନ୍ତାନ ନ ଥିଲେ, କିଅବା ସେମାନଙ୍କର ଗୋଷ୍ଠୀ ଯିହୁଦା-ସନ୍ତାନଗଣ ତୁଲ୍ୟ ବୃଦ୍ଧି ପାଇଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶିମୟିଙ୍କର ଷୋହଳ ଜଣ ପୁତ୍ର ଥିଲେ ଓ ଛଅ ଜଣ କନ୍ୟା ଥିଲେ। କିନ୍ତୁ ଶିମୟିଙ୍କର ଭ୍ରାତାମାନଙ୍କର କୌଣସି ସନ୍ତାନସନ୍ତତି ନ ଥିଲେ। ଶିମୟିଙ୍କର ଭ୍ରାତାମାନଙ୍କର କୌଣସି ବଡ଼ ପରିବାର ନ ଥିଲା। ଯିହୁଦାର ଅନ୍ୟାନ୍ୟ ପରିବାରଗୁଡ଼ିକ ପରି ସେମାନଙ୍କର ପରିବାରବର୍ଗ ବଡ଼ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଶିମୀୟିର ଷୋଳ ପୁତ୍ର ଓ ଛଅ କନ୍ୟା ଥିଲେ; ମାତ୍ର ତାହାର ଭ୍ରାତୃଗଣର ଅନେକ ସନ୍ତାନ ନ ଥିଲେ, କିଅବା ସେମାନଙ୍କର ଗୋଷ୍ଠୀ ଯିହୁଦା-ସନ୍ତାନଗଣ ତୁଲ୍ୟ ବୃଦ୍ଧି ପାଇଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଶିମୀୟିର ଷୋଳ ପୁତ୍ର ଓ ଛଅ କନ୍ୟା ଥିଲେ; ମାତ୍ର ତାହାର ଭ୍ରାତୃଗଣର ଅନେକ ସନ୍ତାନ ନ ଥିଲେ, କିଅବା ସେମାନଙ୍କର ଗୋଷ୍ଠୀ ଯିହୁଦା-ସନ୍ତାନଗଣ ତୁଲ୍ୟ ବୃଦ୍ଧି ପାଇଲେ ନାହିଁ।