1 Chronicles 4:33 — Compare Translations

5 translations compared side by side

Odia - 1840
"ବାଲ ପରି କତେୋଟି ସୁଦୂରବର୍ତ୍ତୀ ଗ୍ରାମ ମଧ୍ଯ ଥିଲା। ଏହିସବୁ ସ୍ଥାନ ରେ ସମାନେେ ବାସ କରୁଥିଲେ। ଆହୁରି ମଧ୍ଯ ସମାନେେ ନିଜର ପରିବାରର ଇତିହାସ ଲେଖି ରଖୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବାଲ୍ ପର୍ଯ୍ୟନ୍ତ ଏହି ନଗରର ଚତୁର୍ଦ୍ଦିଗସ୍ଥ ସମସ୍ତ ଗ୍ରାମ ସେମାନଙ୍କର ଥିଲା । ଏହିସବୁ ସେମାନଙ୍କର ନିବାସସ୍ଥାନ ଓ ସେମାନଙ୍କ ନିଜର ବଂଶାବଳୀ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ବାଲ୍ ପରି କେତୋଟି ସୁଦୂରବର୍ତ୍ତୀ ଗ୍ରାମ ମଧ୍ୟ ଥିଲା। ଏହିସବୁ ସ୍ଥାନରେ ସେମାନେ ବାସ କରୁଥିଲେ। ଆହୁରି ମଧ୍ୟ ସେମାନେ ନିଜର ପରିବାରର ଇତିହାସ ଲେଖି ରଖୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବାଲ୍‍ ପର୍ଯ୍ୟନ୍ତ ଏହି ନଗରର ଚତୁର୍ଦ୍ଦିଗସ୍ଥ ସମସ୍ତ ଗ୍ରାମ ସେମାନଙ୍କର ଥିଲା। ଏହିସବୁ ସେମାନଙ୍କର ନିବାସ ସ୍ଥାନ ଓ ସେମାନଙ୍କ ନିଜର ବଂଶାବଳୀ ଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବାଲ୍‍ ପର୍ଯ୍ୟନ୍ତ ଏହି ନଗରର ଚତୁର୍ଦ୍ଦିଗସ୍ଥ ସମସ୍ତ ଗ୍ରାମ ସେମାନଙ୍କର ଥିଲା। ଏହିସବୁ ସେମାନଙ୍କର ନିବାସ-ସ୍ଥାନ ଓ ସେମାନଙ୍କ ନିଜର ବଂଶାବଳୀ ଅଛି।