1 Chronicles 4:37 — Compare Translations
4 translations compared side by side
Odia - 1840
"ଅସାଯ,ଅଦୀଯଲେ,୍ ୟିଶୀମିଯଲେ, ବନାଯ ଓ ସୀଷଃ, ଶିଫୀଙ୍କ ପୁତ୍ର। ଶିଫିଯି ଆଲୋନଙ୍କ ପୁତ୍ର ଓ ଆଲ୍ଲୋନ ୟିଦାଯଙ୍କ ପୁତ୍ର,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଶମୟୀୟର ଅତି ବୃଦ୍ଧ ପ୍ରପୌତ୍ର ଶିମୀୟିର ବୃଦ୍ଧ ପ୍ରପୌତ୍ର ଯିଦାୟର ପ୍ରପୌତ୍ର ଆଲୋନର ପୌତ୍ର ଶିଫୀୟିର ପୁତ୍ର ସୀଷଃ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଶମୟୀୟର ଅତି ବୃଦ୍ଧ ପ୍ରପୌତ୍ର ଶିମ୍ରିର ବୃଦ୍ଧ ପ୍ରପୌତ୍ର ଯିଦାୟର ପ୍ରପୌତ୍ର ଆଲୋନର ପୌତ୍ର ଶିଫିୟିର ପୁତ୍ର ସୀଷଃ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଶମୟୀୟର ଅତି ବୃଦ୍ଧ ପ୍ରପୌତ୍ର ଶିମ୍ରିର ବୃଦ୍ଧ ପ୍ରପୌତ୍ର ଯିଦାୟର ପ୍ରପୌତ୍ର ଆଲୋନର ପୌତ୍ର ଶିଫିୟିର ପୁତ୍ର ସୀଷଃ;