1 Chronicles 4:38 — Compare Translations
4 translations compared side by side
Odia - 1840
"ୟିଦାଯ ଶମଯିଙ୍କ ପୁତ୍ର ଓ ଶିମିଯି ଶମଯିଯଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯେଉଁ ବ୍ୟକ୍ତିମାନଙ୍କ ନାମ ବ୍ୟକ୍ତ ହେଲା, ସେମାନେ ଆପଣା ଆପଣା ଗୋଷ୍ଠୀର ଅଧ୍ୟକ୍ଷ ଥିଲେ ଓ ସେମାନଙ୍କ ପିତୃବଂଶ ଅତିଶୟ ବୃଦ୍ଧି ପାଇଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯେଉଁ ବ୍ୟକ୍ତିମାନଙ୍କ ନାମ ବ୍ୟକ୍ତ ହେଲା, ସେମାନେ ଆପଣା ଆପଣା ଗୋଷ୍ଠୀର ଅଧ୍ୟକ୍ଷ ଥିଲେ ଓ ସେମାନଙ୍କ ପିତୃବଂଶ ଅତିଶୟ ବୃଦ୍ଧି ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ଯେଉଁ ବ୍ୟକ୍ତିମାନଙ୍କ ନାମ ବ୍ୟକ୍ତ ହେଲା, ସେମାନେ ଆପଣା ଆପଣା ଗୋଷ୍ଠୀର ଅଧ୍ୟକ୍ଷ ଥିଲେ ଓ ସେମାନଙ୍କ ପିତୃବଂଶ ଅତିଶୟ ବୃଦ୍ଧି ପାଇଲେ।