1 Chronicles 4:39 — Compare Translations

5 translations compared side by side

Odia - 1840
"ସମାନେେ ଉପତ୍ୟକାର ପୂର୍ବ ପାଶର୍‌ବସ୍ଥ ଗଦୋର ସହରର ବର୍ହିଦେଶ ରେ ଥିବା ସ୍ଥାନକୁ ଗମନ କଲେ। ସମାନେେ ନିଜର ପଶୁ ଓ ମଷେ ପଲ ନିମନ୍ତେ ଚାରଣଭୂମି ଖାଜେିବାକୁ ସହେି ସ୍ଥାନକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଆପଣାମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଅନ୍ଵେଷଣ କରିବାକୁ ଗଦୋରର ପ୍ରବେଶ-ସ୍ଥାନ, ଅର୍ଥାତ୍, ଉପତ୍ୟକାର ପୂର୍ବ ପାର୍ଶ୍ଵ ପର୍ଯ୍ୟନ୍ତ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଉପତ୍ୟକାର ପୂର୍ବ ପାର୍ଶ୍ୱସ୍ଥ ଗଦୋର ସହରର ବର୍ହିଦେଶରେ ଥିବା ସ୍ଥାନକୁ ଗମନ କଲେ। ସେମାନେ ନିଜର ପଶୁ ଓ ମେଷ ପଲ ନିମନ୍ତେ ଗ୍ଭରଣଭୂମି ଖୋଜିବାକୁ ସେହି ସ୍ଥାନକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆପଣାମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଅନ୍ୱେଷଣ କରିବାକୁ ଗଦୋରର ପ୍ରବେଶ ସ୍ଥାନ, ଅର୍ଥାତ୍‍, ଉପତ୍ୟକାର ପୂର୍ବ ପାର୍ଶ୍ୱ ପର୍ଯ୍ୟନ୍ତ ଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଆପଣାମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଅନ୍ୱେଷଣ କରିବାକୁ ଗଦୋରର ପ୍ରବେଶ-ସ୍ଥାନ, ଅର୍ଥାତ୍‍, ଉପତ୍ୟକାର ପୂର୍ବ ପାର୍ଶ୍ୱ ପର୍ଯ୍ୟନ୍ତ ଗଲେ।