1 Chronicles 4:40 — Compare Translations
5 translations compared side by side
Odia - 1840
"ସମାନେେ ସଠାେରେ ପ୍ରଚୁର ଘାସ ରେ ଭରା ଅତ୍ଯୁତ୍ତମ ଚାରଣଭୂମି ପାଇଲେ। ସଠାେରେ ସମାନେେ ଅନକେ ଉତ୍ତମସ୍ଥାନ ମଧ୍ଯ ପାଇଲେ। ସହେି ସ୍ଥାନ ଅତ୍ଯନ୍ତ ଶାନ୍ତିପୂର୍ଣ୍ଣ ଓ ସୁଖପ୍ରଦ ଥିଲା। ଅତୀତ ରେ ହାମ୍ଙ୍କ ବଂଶଧରମାନେ ସଠାେରେ ବାସ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ପ୍ରଚୁର ଓ ଉତ୍ତମ ଚରାସ୍ଥାନ ପାଇଲେ, ଆଉ ଦେଶ ପ୍ରଶସ୍ତ ଓ ଶା; ଓ ନିର୍ବିରୋଧ ଥିଲା; କାରଣ ହାମ୍ବଂଶୀୟ ଲୋକମାନେ ପୂର୍ବରେ ସେହି ସ୍ଥାନରେ ବାସ କରୁଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସେଠାରେ ପ୍ରଚୁର ଘାସରେ ଭରା ଅତ୍ୟୁତ୍ତମ ଗ୍ଭରଣଭୂମି ପାଇଲେ। ସେଠାରେ ସେମାନେ ଅନେକ ଉତ୍ତମସ୍ଥାନ ମଧ୍ୟ ପାଇଲେ। ସେହି ସ୍ଥାନ ଅତ୍ୟନ୍ତ ଶାନ୍ତିପୂର୍ଣ୍ଣ ଓ ସୁଖପ୍ରଦ ଥିଲା। ଅତୀତରେ ହାମଙ୍କ ବଂଶଧରମାନେ ସେଠାରେ ବାସ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ପ୍ରଚୁର ଓ ଉତ୍ତମ ଚରାସ୍ଥାନ ପାଇଲେ, ଆଉ ଦେଶ ପ୍ରଶସ୍ତ ଓ ଶାନ୍ତ ଓ ନିର୍ବିରୋଧ ଥିଲା; କାରଣ ହାମବଂଶୀୟ ଲୋକମାନେ ପୂର୍ବରେ ସେହି ସ୍ଥାନରେ ବାସ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ପ୍ରଚୁର ଓ ଉତ୍ତମ ଚରାସ୍ଥାନ ପାଇଲେ, ଆଉ ଦେଶ ପ୍ରଶସ୍ତ ଓ ଶାନ୍ତ ଓ ନିର୍ବିରୋଧ ଥିଲା; କାରଣ ହାମବଂଶୀୟ ଲୋକମାନେ ପୂର୍ବରେ ସେହି ସ୍ଥାନରେ ବାସ କରୁଥିଲେ।