1 Chronicles 4:41 — Compare Translations

5 translations compared side by side

Odia - 1840
"ହିଜକିଯ ଯିହୁଦାର ରାଜା ଥିବା ସମୟରେ ଏହା ଘଟିଲା। ସହେି ଲୋକମାନେ ଗଦୋରକୁ ଆସିଲେ ଓ ହାମ୍ଙ୍କ ବଂଶଧରମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କଲେ। ସମାନେେ ହମାତୀଯ ଲୋକମାନଙ୍କର ତମ୍ବୁସବୁ ନଷ୍ଟ କରି ଦେଲେ। ସହେି ଲୋକମାନେ ସଠାେରେ ବାସ କରୁଥିବା ମିଯନୀଯ ଲୋକମାନଙ୍କ ସହିତ ମଧ୍ଯ ୟୁଦ୍ଧ କଲେ। ସମାନେେ ସମସ୍ତେ ମିଯନୀଯ ଲୋକମାନଙ୍କୁ ବିନାଶ କଲେ। ଆଜି ମଧ୍ଯ ସଠାେରେ କୌଣସି ମିଯନୀଯ ଲୋକ ନାହାନ୍ତି। ତେଣୁ ଏହି ଲୋକମାନେ ସଠାେରେ ବସବାସ କରିବାକୁ ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏହି ଯେଉଁ ବ୍ୟକ୍ତିମାନଙ୍କ ନାମ ଲିଖିତ ହେଲା, ସେମାନେ ଯିହୁଦାର ରାଜା ହିଜକୀୟର ସମୟରେ ଆସି ସେହି ଲୋକମାନଙ୍କ ତମ୍ଵୁ ଓ ସେଠାରେ ପ୍ରାପ୍ତ ମିୟନୀୟ-ମାନଙ୍କୁ ଆଘାତ କରି ବର୍ଜିତ ରୂପେ ବିନାଶ କଲେ, (ତାହା ଅଦ୍ୟାପି ସେପରି ଅଛି), ଆଉ ସେମାନଙ୍କ ବଦଳେ ବାସ କଲେ; କାରଣ ସେଠାରେ ସେମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ଯିହୁଦାର ରାଜା ଥିବା ସମୟରେ ଏହା ଘଟିଲା। ସେହି ଲୋକମାନେ ଗଦୋରକୁ ଆସିଲେ ଓ ହା‌‌ମଙ୍କ ବଂଶଧରମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ସେମାନେ ହମାତୀୟ ଲୋକମାନଙ୍କର ତମ୍ବୁସବୁ ନଷ୍ଟ କରିଦେଲେ। ସେହି ଲୋକମାନେ ସେଠାରେ ବାସ କରୁଥିବା ମିୟନୀୟ ଲୋକମାନଙ୍କ ସହିତ ମଧ୍ୟ ଯୁଦ୍ଧ କଲେ। ସେମାନେ ସମସ୍ତେ ମିୟନୀୟ ଲୋକମାନଙ୍କୁ ବିନାଶ କଲେ। ଆଜି ମଧ୍ୟ ସେଠାରେ କୌଣସି ମିୟନୀୟ ଲୋକ ନାହାନ୍ତି। ତେଣୁ ଏହି ଲୋକମାନେ ସେଠାରେ ବସବାସ କରିବାକୁ ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏହି ଯେଉଁ ବ୍ୟକ୍ତିମାନଙ୍କ ନାମ ଲିଖିତ ହେଲା, ସେମାନେ ଯିହୁଦାର ରାଜା ହିଜକୀୟର ସମୟରେ ଆସି ସେହି ଲୋକମାନଙ୍କ ତମ୍ବୁ ଓ ସେଠାରେ ପ୍ରାପ୍ତ ମିୟନୀୟମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, (ତାହା ଆଜି ପର୍ଯ୍ୟନ୍ତ ସେପରି ଅଛି), ଆଉ ସେମାନଙ୍କ ବଦଳେ ବାସ କଲେ; କାରଣ ସେଠାରେ ସେମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଥିଲା।
Odia IRV 2017 (ଓଡିଆ ବାଇବେଲ)