1 Chronicles 4:42 — Compare Translations
5 translations compared side by side
Odia - 1840
"ଶିମିୟୋନଙ୍କ ପରିବାରବର୍ଗର 500 ଲୋକ ସଯେୀରର ପାର୍ବତ୍ଯମଯ ଦେଶକୁ ଗମନ କଲେ। ୟିଶଯିଙ୍କର ପୁତ୍ରମାନେ ସହେି ଲୋକମାନଙ୍କୁ ପଥ କଢ଼ାଇ ନଇଗେଲେ। ସହେି ପୁତ୍ରମାନେ ଥିଲେ: ପ୍ଲଟିଯ, ନିଯଶଯ, ରଫାଯ ଓ ଉଷୀଯଲେ। ଶିମଯୋନୀଯ ଲୋକମାନେ ସହେି ସ୍ଥାନ ରେ ବାସ କରୁଥିବା ଲୋକଙ୍କ ବିରୁଦ୍ଧ ରେ ୟୁଦ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନଙ୍କର କେତେକ ଲୋକ, ଅର୍ଥାତ୍, ଶିମୀୟୋନର ସନ୍ତାନଗଣ ମଧ୍ୟରୁ ପାଞ୍ଚ ଶହ ଜଣ ଯିଶୟିର ସନ୍ତାନ ପ୍ଳଟିୟକୁ ଓ ନିୟରୀୟକୁ ଓ ରଫାୟକୁ ଓ ଉଷୀୟେଲକୁ ସେନାପତି କରି ସେୟୀର୍ ପର୍ବତକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶିମିୟୋନଙ୍କ ପରିବାରବର୍ଗର 500 ଲୋକ ସେୟୀରର ପାର୍ବତ୍ୟମୟ ଦେଶକୁ ଗମନ କଲେ। ଯିଶୟିଙ୍କର ପୁତ୍ରମାନେ ସେହି ଲୋକମାନଙ୍କୁ ପଥ କଢ଼ାଇ ନେଇଗଲେ। ସେହି ପୁତ୍ରମାନେ ଥିଲେ: ପ୍ଲଟିୟ, ନିୟରିୟ, ରଫାୟ ଓ ଉଷୀୟେଲ। ଶିମିୟୋନୀୟ ଲୋକମାନେ ସେହି ସ୍ଥାନରେ ବାସ କରୁଥିବା ଲୋକଙ୍କ ବିରୁଦ୍ଧରେ ଯୁଦ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନଙ୍କର କେତେକ ଲୋକ, ଅର୍ଥାତ୍, ଶିମୀୟୋନର ସନ୍ତାନଗଣ ମଧ୍ୟରୁ ପାଞ୍ଚ ଶହ ଜଣ ଈଶୀର ସନ୍ତାନ ପ୍ଲଟୀୟକୁ ଓ ନିୟରୀୟକୁ ଓ ରଫାୟକୁ ଓ ଉଷୀୟେଲକୁ ସେନାପତି କରି ସେୟୀର ପର୍ବତକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନଙ୍କର କେତେକ ଲୋକ, ଅର୍ଥାତ୍, ଶିମୀୟୋନର ସନ୍ତାନଗଣ ମଧ୍ୟରୁ ପାଞ୍ଚ ଶହ ଜଣ ଈଶୀର ସନ୍ତାନ ପ୍ଲଟୀୟକୁ ଓ ନିୟରୀୟକୁ ଓ ରଫାୟକୁ ଓ ଉଷୀୟେଲକୁ ସେନାପତି କରି ସେୟୀର ପର୍ବତକୁ ଗଲେ।