1 Chronicles 4:43 — Compare Translations

5 translations compared side by side

Odia - 1840
"ସଠାେରେ କବଳେ ଅଳ୍ପମାତ୍ର ଅମାଲକେୀଯ ଲୋକ ରହିଲେ। ଆଉ ଏହିଶିମିଯୋନୀଯ ଲୋକମାନେ ସମାନଙ୍କେୁ ବଧ କଲେ। ସହେି ସମୟଠାରୁ ଆଜି ପର୍ୟ୍ଯନ୍ତଶିମିଯୋନୀଯ ଲୋକମାନେ ସଯେୀର ରେ ବସବାସ କରି ଆସିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଅମାଲେକୀୟ ପଳାତକ ଅବଶିଷ୍ଟ ଲୋକମାନଙ୍କୁ ଆଘାତ କରି ସେଠାରେ ବାସ କଲେ, ଅଦ୍ୟାପି ସେମାନେ ସେଠାରେ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ କେବଳ ଅଳ୍ପମାତ୍ର ଅମାଲେକୀୟ ଲୋକ ରହିଲେ। ଆଉ ଏହି ଶିମିୟୋନୀୟ ଲୋକମାନେ ସେମାନଙ୍କୁ ବଧ କଲେ। ସେହି ସମୟଠାରୁ ଆଜି ପର୍ଯ୍ୟନ୍ତ ଶିମିୟୋନୀୟ ଲୋକମାନେ ସେୟୀରରେ ବସବାସ କରି ଆସିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଅମାଲେକୀୟ ପଳାତକ ଅବଶିଷ୍ଟ ଲୋକମାନଙ୍କୁ ଆଘାତ କରି ସେଠାରେ ବାସ କଲେ, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଅମାଲେକୀୟ ପଳାତକ ଅବଶିଷ୍ଟ ଲୋକମାନଙ୍କୁ ଆଘାତ କରି ସେଠାରେ ବାସ କଲେ, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।