1 Chronicles 4:5 — Compare Translations

5 translations compared side by side

Odia - 1840
"ଅସହୂର ତକୋଯଙ୍କର ପିତା ଥିଲେ। ଅସହୂରଙ୍କର ଦୁଇ ପତ୍ନୀ ଥିଲେ। ସମାନଙ୍କେର ନାମ ଥିଲା ହିଲା ଓ ନାରା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତକୋୟର ପିତା ଅସ୍ହୂରର ହିଲା ଓ ନାରା ନାମ୍ନୀ ଦୁଇ ଭାର୍ଯ୍ୟା ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅସହୂର ତକୋୟଙ୍କର ପିତା ଥିଲେ। ଅସହୂରଙ୍କର ଦୁଇ ପତ୍ନୀ ଥିଲେ। ସେମାନଙ୍କର ନାମ ଥିଲା ହିଲା ଓ ନାରା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତକୋୟର ପିତା ଅସ୍‍ହୂରର ହିଲା ଓ ନାରା ନାମ୍ନୀ ଦୁଇ ଭାର୍ଯ୍ୟା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତକୋୟର ପିତା ଅସ୍‍ହୂରର ହିଲା ଓ ନାରା ନାମ୍ନୀ ଦୁଇ ଭାର୍ଯ୍ୟା ଥିଲେ।