1 Chronicles 4:6 — Compare Translations

5 translations compared side by side

Odia - 1840
"ନାରାଙ୍କର ପୁତ୍ରମାନେ ଥିଲେ ଅହୁଷମ୍, ହଫରେ, ତୈମିନିକି ଓ ଅହସ୍ତରିକି। ଅସହୂରଙ୍କଠାରୁ ନାରା ଏହି ପୁତ୍ରମାନଙ୍କୁ ଜନ୍ମ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନାରା ତାହାର ଔରସରେ ଅହୁଷମକୁ ଓ ହେଫରକୁ ଓ ତୈମିନିକି ଓ ଅହସ୍ତରିକି ପ୍ରସବ କଲା । ଏମାନେ ନାରାର ସନ୍ତାନ ।
Odia Bible ERV 2004 (ପବିତ୍ର ବାଇବଲ)
ନାରାଙ୍କର ପୁତ୍ରମାନେ ଥିଲେ ଅହୁଷମ୍, ହେଫର, ତୈମିନିକି ଓ ଅହସ୍ତରିକି। ଅସହୂରଙ୍କଠାରୁ ନାରା ଏହି ପୁତ୍ରମାନଙ୍କୁ ଜନ୍ମ ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନାରା ତାହାର ଔରସରେ ଅହୁଷମକୁ, ହେଫରକୁ, ତୈମିନିକୁ ଓ ଅହସ୍ତରିକୁ ପ୍ରସବ କଲା। ଏମାନେ ନାରାର ସନ୍ତାନ।
Odia IRV 2017 (ଓଡିଆ ବାଇବେଲ)
ନାରା ତାହାର ଔରସରେ ଅହୁଷମକୁ, ହେଫରକୁ, ତୈମିନିକୁ ଓ ଅହସ୍ତରିକୁ ପ୍ରସବ କଲା। ଏମାନେ ନାରାର ସନ୍ତାନ।