1 Chronicles 4:9 — Compare Translations
5 translations compared side by side
Odia - 1840
"ୟାବେଷ୍ ତାଙ୍କର ଭ୍ରାତାମାନଙ୍କ ଅପେକ୍ଷା ଅଧିକ ସମ୍ମାନିତ ହେଲ। ତାଙ୍କର ମାତା କହିଲେ, ମୁଁ ତାହାର ନାମ ୟାବେଷ୍ ଦଇେଅଛି, କାରଣ ତାହାକୁ ଜନ୍ମ ଦବୋ ସମୟରେ ମାେତେ ଅତିଶଯ ୟନ୍ତ୍ରଣା ହାଇେଥିଲା। "
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାବେଷ୍ ଆପଣା ଭ୍ରାତୃଗଣ ଅପେକ୍ଷା ଅଧିକ ସମ୍ଭ୍ରାନ୍ତ ଥିଲା; ତାହାର ମାତା ତାହାର ନାମ ଯାବେଷ୍ ରଖିଥିଲା, କାରଣ ସେ କହିଥିଲା, ଆମ୍ଭେ ଦୁଃଖରେ ଏହାକୁ ପ୍ରସବ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯାବେଷ୍ ତାଙ୍କର ଭ୍ରାତାମାନଙ୍କ ଅପେକ୍ଷା ଅଧିକ ସମ୍ମାନିତ ହେଲେ। ତାଙ୍କର ମାତା କହିଲେ, “ମୁଁ ତାହାର ନାମ ଯାବେଷ୍ ଦେଇଅଛି, କାରଣ ତାହାକୁ ଜନ୍ମ ଦେବା ସମୟରେ ମୋତେ ଅତିଶୟ ଯନ୍ତ୍ରଣା ହୋଇଥିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାବେଷ୍ ଆପଣା ଭ୍ରାତୃଗଣ ଅପେକ୍ଷା ଅଧିକ ସମ୍ଭ୍ରାନ୍ତ ଥିଲା; ତାହାର ମାତା ତାହାର ନାମ ଯାବେଷ୍ ରଖିଥିଲା, କାରଣ ସେ କହିଥିଲା, “ଆମ୍ଭେ ଦୁଃଖରେ ଏହାକୁ ପ୍ରସବ କଲୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାବେଷ୍ ଆପଣା ଭ୍ରାତୃଗଣ ଅପେକ୍ଷା ଅଧିକ ସମ୍ଭ୍ରାନ୍ତ ଥିଲା; ତାହାର ମାତା ତାହାର ନାମ ଯାବେଷ୍ ରଖିଥିଲା, କାରଣ ସେ କହିଥିଲା, ଆମ୍ଭେ ଦୁଃଖରେ ଏହାକୁ ପ୍ରସବ କଲୁ।