1 Chronicles 5:10 — Compare Translations

5 translations compared side by side

Odia - 1840
"ଶାଉଲ ରାଜା ଥିବା ସମୟରେ ବଲୋଙ୍କ ବଂଶଧରମାନେ ହାଗରୀଯ ଲୋକଙ୍କ ବିରୁଦ୍ଧ ରେ ୟୁଦ୍ଧ କଲେ। ସମାନେେ ହାଗରୀଯ ଲୋକମାନଙ୍କୁ ପରାସ୍ତ କଲେ। ସମାନେେ ତମ୍ବୁ ଗୃହ ରେ ବାସ କରୁଥିଲେ ଓ ଗିଲିଯଦର ପୂର୍ବ ପାଶର୍‌ବସ୍ଥ ସ୍ଥାନ ଗୁଡ଼ିକରେ ଭ୍ରମଣ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାଉଲଙ୍କର ସମୟରେ ସେମାନେ ହାଗରୀୟ-ମାନଙ୍କ ସହିତ ଯୁଦ୍ଧ କରନ୍ତେ, ହାଗରୀୟମାନେ ସେମାନଙ୍କ ହସ୍ତରେ ପତିତ ହେଲେ; ତହୁଁ ଏମାନେ ସେମାନଙ୍କ ତମ୍ଵୁରେ ଗିଲୀୟଦ ଦେଶର ପୂର୍ବଦିଗରେ ସର୍ବତ୍ର ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ରାଜା ଥିବା ସମୟରେ ବେଲାଙ୍କ ବଂଶଧରମାନେ ହାଗରୀୟ ଲୋକଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ସେମାନେ ହାଗରୀୟ ଲୋକମାନଙ୍କୁ ପରାସ୍ତ କଲେ। ସେମାନେ ତମ୍ବୁ ଗୃହରେ ବାସ କରୁଥିଲେ ଓ ଗିଲିୟଦର ପୂର୍ବ ପାର୍ଶ୍ୱସ୍ଥ ସ୍ଥାନ ଗୁଡ଼ିକରେ ଭ୍ରମଣ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାଉଲଙ୍କର ସମୟରେ ସେମାନେ ହାଗରୀୟମାନଙ୍କ ସହିତ ଯୁଦ୍ଧ କରନ୍ତେ, ହାଗରୀୟମାନେ ସେମାନଙ୍କ ହସ୍ତରେ ପତିତ ହେଲେ; ତହୁଁ ଏମାନେ ସେମାନଙ୍କ ତମ୍ବୁରେ ଗିଲୀୟଦ ଦେଶର ପୂର୍ବ ଦିଗରେ ସର୍ବତ୍ର ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାଉଲଙ୍କର ସମୟରେ ସେମାନେ ହାଗରୀୟମାନଙ୍କ ସହିତ ଯୁଦ୍ଧ କରନ୍ତେ, ହାଗରୀୟମାନେ ସେମାନଙ୍କ ହସ୍ତରେ ପତିତ ହେଲେ; ତହୁଁ ଏମାନେ ସେମାନଙ୍କ ତମ୍ବୁରେ ଗିଲୀୟଦ ଦେଶର ପୂର୍ବ ଦିଗରେ ସର୍ବତ୍ର ବାସ କଲେ।