1 Chronicles 5:11 — Compare Translations
5 translations compared side by side
Odia - 1840
"ଗାଦ୍ଙ୍କ ଗୋଷ୍ଠୀ ରୁବନେୀଯମାନଙ୍କ ନିକଟରେ ବାସ କରୁଥିଲେ। ଏହି ଗାଦୀଯ ଲୋକମାନେ ସଲଖା ସହର ପର୍ୟ୍ଯନ୍ତ ବିସ୍ତୃତ ବାଶନର ଭୂମିରେ ବାସ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଗାଦ୍ର ସନ୍ତାନଗଣ ସେମାନଙ୍କ ସମ୍ମୁଖରେ ସଲ୍ଖା ପର୍ଯ୍ୟନ୍ତ ବାଶନ୍ ଦେଶରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗାଦ୍ର ବଂଶଧରଗଣ ଗାଦ୍ର ଗୋଷ୍ଠୀ ରୁବେନୀୟମାନଙ୍କ ନିକଟରେ ବାସ କରୁଥିଲେ। ଏହି ଗାଦୀୟ ଲୋକମାନେ ସଲଖା ସହର ପର୍ଯ୍ୟନ୍ତ ବିସ୍ତୃତ ବାଶନର ଭୂମିରେ ବାସ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଗାଦ୍ର ସନ୍ତାନଗଣ ସେମାନଙ୍କ ସମ୍ମୁଖରେ ସଲଖା ପର୍ଯ୍ୟନ୍ତ ବାଶନ ଦେଶରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଗାଦ୍ର ସନ୍ତାନଗଣ ସେମାନଙ୍କ ସମ୍ମୁଖରେ ସଲଖା ପର୍ଯ୍ୟନ୍ତ ବାଶନ ଦେଶରେ ବାସ କଲେ।