1 Chronicles 5:12 — Compare Translations
5 translations compared side by side
Odia - 1840
"ଯାୟେଲ ବାଶନର ପ୍ରଥମ ନେତା ଥିଲେ। ଶାଫମ୍ ଦ୍ବିତୀୟ ନେତା ଥିଲେ। ଏହାପରେ ୟାନଯ ନେତା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋୟେଲ୍ ପ୍ରଧାନ ଓ ଶାଫମ୍ ଦ୍ଵିତୀୟ, ଆଉ ଯାନୟ ଓ ଶାଫଟ୍ ବାଶନରେ ରହିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଯୋୟେଲ ବାଶନର ପ୍ରଥମ ନେତା ଥିଲେ। ଶାଫମ୍ ଦ୍ୱିତୀୟ ନେତା ଥିଲେ। ଏହା ପରେ ଯାନୟ ନେତା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋୟେଲ ପ୍ରଧାନ ଓ ଶାଫମ୍ ଦ୍ୱିତୀୟ, ଆଉ ଯାନୟ ଓ ଶାଫଟ୍ ବାଶନରେ ରହିଲେ;
Odia IRV 2017 (ଓଡିଆ ବାଇବେଲ)
ଯୋୟେଲ ପ୍ରଧାନ ଓ ଶାଫମ୍ ଦ୍ୱିତୀୟ, ଆଉ ଯାନୟ ଓ ଶାଫଟ୍ ବାଶନରେ ରହିଲେ;