1 Chronicles 5:13 — Compare Translations

5 translations compared side by side

Odia - 1840
"ସମାନଙ୍କେ ପିତ୍ରାଳଯ ରେ ସାତଜଣ ଭ୍ରାତା ଏହିପରି ଥିଲେ ମୀଖାଯଲେ, ଶୁଲ୍ଲ, ଶବୋ, ୟୋରଯ, ୟାକନ୍, ସୀଯ ଓ ଏବର୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନଙ୍କର ପିତୃବଂଶଜ ଭ୍ରାତୃଗଣ ମୀଖାୟେଲ ଓ ମଶୂଲ୍ଲମ୍ ଓ ଶେବା ଓ ଯୋରୟ ଓ ଯାକନ୍ ଓ ସୀୟ ଓ ଏବର, ସାତ ଜଣ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ପିତ୍ରାଳୟରେ ସାତ ଜଣ ଭ୍ରାତା ଏହିପରି ଥିଲେ ମୀଖାୟେଲ, ମଶୁଲ୍ଲମ, ଶେବା, ଯୋରୟ, ଯାକନ୍, ସୀୟ ଓ ଏବର୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କର ପିତୃବଂଶଜ ଭ୍ରାତୃଗଣ ମୀଖାୟେଲ, ମଶୁଲ୍ଲମ୍‍, ଶେବଃ, ଯୋରୟ, ଯାକନ୍‍, ସୀୟ ଓ ଏବର, ସାତ ଜଣ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କର ପିତୃବଂଶଜ ଭ୍ରାତୃଗଣ ମୀଖାୟେଲ, ମଶୁଲ୍ଲମ୍‍, ଶେବଃ, ଯୋରୟ, ଯାକନ୍‍, ସୀୟ ଓ ଏବର, ସାତ ଜଣ।