1 Chronicles 5:14 — Compare Translations
5 translations compared side by side
Odia - 1840
"ଏହି ବ୍ଯକ୍ତିମାନେ ଅବୀହଯିଲର ବଂଶଧର ଥିଲେ। ଅବୀ ହଯେିଲ ହୁରିଙ୍କର ପୁତ୍ର ଥିଲେ। ହୁରି ୟାରୋହଙ୍କ ପୁତ୍ର, ୟାରହୋ ଗିଲିଯଦଙ୍କ ପୁତ୍ର। ଗିଲିଯଦ୍ ମୀଖାଯଲଙ୍କେ ପୁତ୍ର, ମୀଖାଯେଲ୍ ୟିହିଶଯଙ୍କ ପୁତ୍ର, ୟିହିଶଯ ୟହଦୋଙ୍କ ପୁତ୍ର, ୟହଦୋ ବୂଷ୍ଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବୂଷ୍ର ପୁତ୍ର ଯହଦୋ, ଯହଦୋର ପୁତ୍ର ଯିହିଶୟ, ଯିହିଶୟର ପୁତ୍ର ମୀଖାୟେଲ, ମୀଖାୟେଲର ପୁତ୍ର ଗିଲୀୟଦ, ଗିଲୀୟଦର ପୁତ୍ର ଯାରୋହ, ଯାରୋହର ପୁତ୍ର ହୁରି; ହୁରିର ପୁତ୍ର ଅବୀହୟିଲ, ସେମାନେ ସେହି ଅବୀହୟିଲର ସନ୍ତାନ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ବ୍ୟକ୍ତିମାନେ ଅବୀହେଲିୟର ବଂଶଧର ଥିଲେ। ଅବୀହେଲିୟ ହୂରିଙ୍କର ପୁତ୍ର ଥିଲେ। ହୂରି ଯାରୋହଙ୍କ ପୁତ୍ର, ଯାରୋହ ଗିଲିୟଦଙ୍କ ପୁତ୍ର। ଗିଲିୟଦ୍ ମୀଖାୟେଲଙ୍କ ପୁତ୍ର, ମୀଖାୟେଲ ଯିହିଶୟଙ୍କ ପୁତ୍ର, ଯିହିଶୟ ଯହଦୋଙ୍କ ପୁତ୍ର, ଯହଦୋ ବୂଷ୍ଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବୂଷ୍ର ପୁତ୍ର ଯହଦୋ, ଯହଦୋର ପୁତ୍ର ଯିହିଶୟ, ଯିହିଶୟର ପୁତ୍ର ମୀଖାୟେଲ, ମୀଖାୟେଲର ପୁତ୍ର ଗିଲୀୟଦ, ଗିଲୀୟଦର ପୁତ୍ର ଯାରୋହ, ଯାରୋହର ପୁତ୍ର ହୁରି; ହୁରିର ପୁତ୍ର ଅବୀହୟିଲ, ସେମାନେ ସେହି ଅବୀହୟିଲର ସନ୍ତାନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ବୂଷ୍ର ପୁତ୍ର ଯହଦୋ, ଯହଦୋର ପୁତ୍ର ଯିହିଶୟ, ଯିହିଶୟର ପୁତ୍ର ମୀଖାୟେଲ, ମୀଖାୟେଲର ପୁତ୍ର ଗିଲୀୟଦ, ଗିଲୀୟଦର ପୁତ୍ର ଯାରୋହ, ଯାରୋହର ପୁତ୍ର ହୁରି; ହୁରିର ପୁତ୍ର ଅବୀହୟିଲ, ସେମାନେ ସେହି ଅବୀହୟିଲର ସନ୍ତାନ ଥିଲେ।