1 Chronicles 5:15 — Compare Translations
5 translations compared side by side
Odia - 1840
"ଅହି ଅବଦିଯଲଙ୍କେ ପୁତ୍ର, ଅବଦିଯଲେ ଗୂନିଙ୍କ ପୁତ୍ର ଥିଲେ। ଅହି ସମାନଙ୍କେ ପରିବାରର ନେତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୂନିର ପୌତ୍ର ଅବ୍ଦୀୟେଲର ପୁତ୍ର ଅହି ସେମାନଙ୍କ ପିତୃବଂଶର ପ୍ରଧାନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅହି ଅବ୍ଦିୟେଲଙ୍କ ପୁତ୍ର, ଅବ୍ଦିୟେଲ ଗୂନିଙ୍କ ପୁତ୍ର ଥିଲେ। ଅହି ସେମାନଙ୍କ ପରିବାରର ନେତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୂନିର ପୌତ୍ର ଅବ୍ଦୀୟେଲର ପୁତ୍ର ଅହି ସେମାନଙ୍କ ପିତୃବଂଶର ପ୍ରଧାନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଗୂନିର ପୌତ୍ର ଅବ୍ଦୀୟେଲର ପୁତ୍ର ଅହି ସେମାନଙ୍କ ପିତୃବଂଶର ପ୍ରଧାନ ଥିଲା।