1 Chronicles 5:16 — Compare Translations
5 translations compared side by side
Odia - 1840
"ଗାଦ୍ଙ୍କ ଗୋଷ୍ଠୀର ଲୋକମାନେ ଗିଲିଯଦ ଦେଶ ରେ ବାସ କରୁଥିଲେ। ସମାନେେ ବାଶନ ରେ, ବାଶନ୍ ଚତୁର୍ଦ୍ଦିଗସ୍ଥ େଛାଟ ସହର ଗୁଡ଼ିକରେ ଓ ଶାରୋଣ ରେ ଥିବା ସବୁ ଚାରଣଭୂମି ଓ ସୀମା ପର୍ୟ୍ଯନ୍ତ ସ୍ଥାନମାନଙ୍କ ରେ ବାସ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଗିଲୀୟଦରେ, ବାଶନରେ ତହିଁର ସମସ୍ତ ଉପନଗରରେ ଓ ସେସବୁର ସୀମା ପର୍ଯ୍ୟନ୍ତ ଶାରୋଣର ସମସ୍ତ ତଳିଭୂମିରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗାଦ୍ର ଗୋଷ୍ଠୀର ଲୋକମାନେ ଗିଲିୟଦ ଦେଶରେ ବାସ କରୁଥିଲେ। ସେମାନେ ବାଶନରେ, ବାଶନ୍ ଚତୁର୍ଦ୍ଦିଗସ୍ଥ ଛୋଟ ସହର ଗୁଡ଼ିକରେ ଓ ଶାରୋଣରେ ଥିବା ସବୁ ଗ୍ଭରଣଭୂମି ଓ ସୀମା ପର୍ଯ୍ୟନ୍ତ ସ୍ଥାନମାନଙ୍କରେ ବାସ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଗିଲୀୟଦରେ, ବାଶନରେ ତହିଁର ସମସ୍ତ ଉପନଗରରେ ଓ ସେସବୁର ସୀମା ପର୍ଯ୍ୟନ୍ତ ଶାରୋଣର ସମସ୍ତ ତଳିଭୂମିରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଗିଲୀୟଦରେ, ବାଶନରେ ତହିଁର ସମସ୍ତ ଉପନଗରରେ ଓ ସେସବୁର ସୀମା ପର୍ଯ୍ୟନ୍ତ ଶାରୋଣର ସମସ୍ତ ତଳିଭୂମିରେ ବାସ କଲେ।