1 Chronicles 5:17 — Compare Translations

5 translations compared side by side

Odia - 1840
"ଯୋଥମ୍ ଓ ୟାରବିଯାମଙ୍କ ସମୟରେ, ଗାଦ୍ଙ୍କ ଗୋଷ୍ଠୀ ଇତିହାସ ରେ ଏହି ବ୍ଯକ୍ତିମାନଙ୍କର ନାମ ଲିଖିତ ହାଇେଥିଲା। ଯୋଥମ୍ ଯିହୁଦାର ରାଜା ଓ ୟାରବିଯାମ ଇଶ୍ରାୟେଲର ରାଜା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ରାଜା ଯୋଥମଙ୍କର ସମୟରେ ଓ ଇସ୍ରାଏଲର ରାଜା ଯାରବୀୟାମ୍ଙ୍କ ସମୟରେ ଏସମସ୍ତଙ୍କର ବଂଶାବଳୀ ଲିଖିତ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଥମ୍ ଓ ଯାରବିୟାମଙ୍କ ସମୟରେ, ଗା‌ଦ୍‌ର ଗୋଷ୍ଠୀ ଇତିହାସରେ ଏହି ବ୍ୟକ୍ତିମାନଙ୍କର ନାମ ଲିଖିତ ହୋଇଥିଲା। ଯୋଥମ୍ ଯିହୁଦାର ରାଜା ଓ ଯାରବିୟାମ ଇସ୍ରାଏଲର ରାଜା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ରାଜା ଯୋଥମ୍‍ଙ୍କର ସମୟରେ ଓ ଇସ୍ରାଏଲର ରାଜା ଯାରବୀୟାମଙ୍କ ସମୟରେ ଏସମସ୍ତଙ୍କର ବଂଶାବଳୀ ଲିଖିତ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ରାଜା ଯୋଥମ୍‍ଙ୍କର ସମୟରେ ଓ ଇସ୍ରାଏଲର ରାଜା ଯାରବୀୟାମ୍‍ଙ୍କ ସମୟରେ ଏସମସ୍ତଙ୍କର ବଂଶାବଳୀ ଲିଖିତ ହୋଇଥିଲା।