1 Chronicles 5:18 — Compare Translations

5 translations compared side by side

Odia - 1840
"ରୂବନଙ୍କେର ବଂଶଧରମାନଙ୍କରୁ, ଗାଦଙ୍କର ବଂଶଧରମାନଙ୍କରୁ ଏବଂ ମନଃଶିଙ୍କର ଅର୍ଦ୍ଧକେ ପରିବାରବର୍ଗର ବଂଶଧରମାନଙ୍କରୁ 44,760 ଜଣ ସାହସୀ ସୈନ୍ଯ ୟୁଦ୍ଧ ନିମନ୍ତେ ପ୍ରସ୍ତୁତ ଥିଲେ। ସମାନେେ ୟୁଦ୍ଧବିଦ୍ଯା ରେ ପ୍ରବୀଣ ଥିଲେ। ସମାନେେ ଢ଼ାଲ ଓ ଖଡ୍ଗ ଧାରଣ କରିଥିଲେ ଏବଂ ସମାନେେ ଧନୁ ଓ ତୀର ଚାଳନା ରେ ନିପୁଣ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରୁବେନ୍ର ସନ୍ତାନଗଣ, ପୁଣି ଗାଦୀୟ ଓ ମନଃଶିର ଅର୍ଦ୍ଧବଂଶ ମଧ୍ୟରେ ଢାଲ ଓ ଖଡ଼୍‍ଗ ଧରିବାକୁ ଓ ଧନୁ ମାରିବାକୁ ସମର୍ଥ ଓ ଯୁଦ୍ଧରେ ନିପୁଣ ଚୌରାଳିଶ ହଜାର ସାତ ଶହ ଷାଠିଏ ଜଣ ବିକ୍ରମୀ ପୁରୁଷ ଯୁଦ୍ଧଯାତ୍ରା କରିବାକୁ ସମର୍ଥ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ସୈନ୍ୟ ଯୁଦ୍ଧବିଦ୍ୟାରେ ପ୍ରବୀଣ ଥିଲେ। ରୁବେ‌ନଙ୍କର ବଂଶଧରମଧ୍ୟରୁ, ଗା‌ଦ୍‌ର ବଂଶଧରମଧ୍ୟରୁ ଏବଂ ମନଃଶିଙ୍କର ଅର୍ଦ୍ଧେକ ପରିବାରବର୍ଗର ବଂଶଧରମଧ୍ୟରୁ 44,760 ଜଣ ସାହସୀ ସୈନ୍ୟ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ଥିଲେ। ସେମାନେ ଯୁଦ୍ଧବିଦ୍ୟାରେ ପ୍ରବୀଣ ଥିଲେ। ସେମାନେ ଢାଲ ଓ ‌‌ଖ‌ଡ଼୍‌ଗ ଧାରଣ କରିଥିଲେ ଏବଂ ସେମାନେ ଧନୁ ଓ ତୀର ଗ୍ଭଳନାରେ ନିପୁଣ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରୁବେନ୍‍ର ସନ୍ତାନଗଣ, ପୁଣି, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଢାଲ, ଖଡ୍ଗ ଧରିବାକୁ, ଧନୁ ମାରିବାକୁ ସମର୍ଥ ଓ ଯୁଦ୍ଧରେ ନିପୁଣ ଚୌରାଳିଶ ହଜାର ସାତ ଶହ ଷାଠିଏ ଜଣ ବିକ୍ରମୀ ପୁରୁଷ ଯୁଦ୍ଧଯାତ୍ରା କରିବାକୁ ସମର୍ଥ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ରୁବେନ୍‍ର ସନ୍ତାନଗଣ, ପୁଣି, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଢାଲ, ଖଡ୍ଗ ଧରିବାକୁ, ଧନୁ ମାରିବାକୁ ସମର୍ଥ ଓ ଯୁଦ୍ଧରେ ନିପୁଣ ଚୌରାଳିଶ ହଜାର ସାତ ଶହ ଷାଠିଏ ଜଣ ବିକ୍ରମୀ ପୁରୁଷ ଯୁଦ୍ଧଯାତ୍ରା କରିବାକୁ ସମର୍ଥ ଥିଲେ।