1 Chronicles 5:19 — Compare Translations
5 translations compared side by side
Odia - 1840
"ସମାନେେ ହାଗରୀଯ ଲୋକ ଓ ୟିଟୁର, ନାଫୀଶ୍ ଏବଂ ନୋଦବର ଲୋକମାନଙ୍କ ବିରୁଦ୍ଧ ରେ ଏକ ୟୁଦ୍ଧ ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ହାଗରୀୟମାନଙ୍କ ସହିତ, ଯିଟୁର ଓ ନାଫୀଶ୍ ଓ ନୋଦବ୍ ସହିତ ଯୁଦ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ହାଗରୀୟ ଲୋକ ଓ ଯିଟୁର, ନାଫୀଶ୍ ଏବଂ ନୋଦବର ଲୋକମାନଙ୍କ ବିରୁଦ୍ଧରେ ଏକ ଯୁଦ୍ଧ ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ହାଗରୀୟମାନଙ୍କ ସହିତ, ଯିଟୁର, ନାଫୀଶ୍ ଓ ନୋଦବ୍ ସହିତ ଯୁଦ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ହାଗରୀୟମାନଙ୍କ ସହିତ, ଯିଟୁର, ନାଫୀଶ୍ ଓ ନୋଦବ୍ ସହିତ ଯୁଦ୍ଧ କଲେ।