1 Chronicles 5:2 — Compare Translations
4 translations compared side by side
Odia - 1840
"ପରିବାରର ଇତିହାସ ରେ ଜନ୍ମଗତ ଅଧିକାର ଅନୁସାରେ, ପ୍ରଥମଜାତ ପୁତ୍ର ଭାବରେ ରୁବନ୍ଙ୍କେ ନାମ ଲିଖିତ ହୁଏ ନାହିଁ। ଯଦିଓ ଯିହୁଦା ତାଙ୍କର ଭ୍ରାତାମାନଙ୍କ ମଧିଅରେ ଅଧିକ ଶକ୍ତିଶାଳୀ ହେଲେ ଏବଂ ଜଣେ ଶାସକ ତାଙ୍କ ବଂଶରୁ ଆସିଲେ ଜନ୍ମଗତ ଅଧିକାର ଓ ଆଶୀର୍ବାଦ ଯୋଷଫଙ୍କେ ପରିବାର ପାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯିହୁଦା ଆପଣା ଭ୍ରାତୃଗଣ ଅପେକ୍ଷା ପରାକ୍ରମୀ ହେଲା ଓ ତାହାଠାରୁ ଅଧିପତି ଉତ୍ପନ୍ନ ହେଲେ; ମାତ୍ର ଜ୍ୟେଷ୍ଠାଧିକାର ଯୋଷେଫର ହେଲା;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯିହୁଦା ଆପଣା ଭ୍ରାତୃଗଣ ଅପେକ୍ଷା ପରାକ୍ରମୀ ହେଲା ଓ ତାହାଠାରୁ ଅଧିପତି ଉତ୍ପନ୍ନ ହେଲେ; ମାତ୍ର ଜ୍ୟେଷ୍ଠାଧିକାର ଯୋଷେଫର ହେଲା;
Odia IRV 2017 (ଓଡିଆ ବାଇବେଲ)
କାରଣ ଯିହୁଦା ଆପଣା ଭ୍ରାତୃଗଣ ଅପେକ୍ଷା ପରାକ୍ରମୀ ହେଲା ଓ ତାହାଠାରୁ ଅଧିପତି ଉତ୍ପନ୍ନ ହେଲେ; ମାତ୍ର ଜ୍ୟେଷ୍ଠାଧିକାର ଯୋଷେଫର ହେଲା;