1 Chronicles 5:21 — Compare Translations

5 translations compared side by side

Odia - 1840
"ସମାନେେ ହାଗରୀଯ ଲୋକମାନଙ୍କର ପଶୁଗଣକୁ ନଇଗେଲେ। ସମାନେେ 50,000 ଓଟ, 2,50,000 ମଷେ, 2,000 ଗଧ ଓ 1,00,000 ଲୋକଙ୍କୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ସେମାନଙ୍କ ପଶୁ, ଅର୍ଥାତ୍, ସେମାନଙ୍କ ଉଷ୍ଟ୍ର ମଧ୍ୟରୁ ପଚାଶ ହଜାର ଓ ମେଷ ମଧ୍ୟରୁ ଅଢ଼ାଇ ଲକ୍ଷ ଓ ଗର୍ଦ୍ଦଭ ମଧ୍ୟରୁ ଦୁଇ ହଜାର ଓ ମନୁଷ୍ୟ ମଧ୍ୟରୁ ଏକ ଲକ୍ଷ ନେଇ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ହାଗରୀୟ ଲୋକମାନଙ୍କର ପଶୁଗଣକୁ ନେଇଗଲେ। ସେମାନେ 50,000 ଓଟ, 250,000 ମେଷ, 2000 ଗଧ ଓ 100,000 ଲୋକଙ୍କୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ସେମାନଙ୍କ ପଶୁ, ଅର୍ଥାତ୍‍, ସେମାନଙ୍କ ଉଷ୍ଟ୍ର ମଧ୍ୟରୁ ପଚାଶ ହଜାର, ମେଷ ମଧ୍ୟରୁ ଅଢ଼ାଇ ଲକ୍ଷ, ଗର୍ଦ୍ଦଭ ମଧ୍ୟରୁ ଦୁଇ ହଜାର ଓ ମନୁଷ୍ୟ ମଧ୍ୟରୁ ଏକ ଲକ୍ଷ ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ସେମାନଙ୍କ ପଶୁ, ଅର୍ଥାତ୍‍, ସେମାନଙ୍କ ଉଷ୍ଟ୍ର ମଧ୍ୟରୁ ପଚାଶ ହଜାର, ମେଷ ମଧ୍ୟରୁ ଅଢ଼ାଇ ଲକ୍ଷ, ଗର୍ଦ୍ଦଭ ମଧ୍ୟରୁ ଦୁଇ ହଜାର ଓ ମନୁଷ୍ୟ ମଧ୍ୟରୁ ଏକ ଲକ୍ଷ ନେଇ ଗଲେ।