1 Chronicles 5:23 — Compare Translations
5 translations compared side by side
Odia - 1840
"ବାଲ୍-ହର୍ମୋଣ, ସନୀର ଓ ହର୍ମୋଣ ପର୍ବତ ପର୍ୟ୍ଯନ୍ତ ବିସ୍ତୃତ ମନଃଶିରଙ୍କ ଗୋଷ୍ଠୀର ଅର୍ଦ୍ଧକେ ଲୋକ ବାସ କଲେ। ସମାନେେ ଏକ ବିଶାଳ ଗୋଷ୍ଠୀ ରେ ପରିଣତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମନଃଶିର ଅର୍ଦ୍ଧବଂଶର ସନ୍ତାନଗଣ ସେହି ଦେଶରେ ବାସ କଲେ; ସେମାନେ ବୃଦ୍ଧି ପାଇ ବାଶନ୍ଠାରୁ ବାଲ୍-ହର୍ମୋଣ୍ ଓ ସନୀର୍ ଓ ହର୍ମୋଣ୍ ପର୍ବତ ପର୍ଯ୍ୟନ୍ତ ବ୍ୟାପିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବାଲ୍-ହର୍ମୋଣ, ସନୀର ଓ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ବିସ୍ତୃତ ମନଃଶି ଗୋଷ୍ଠୀର ଅର୍ଦ୍ଧେକ ଲୋକ ବାସ କଲେ। ସେମାନେ ଏକ ବିଶାଳ ଗୋଷ୍ଠୀରେ ପରିଣତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମନଃଶିର ଅର୍ଦ୍ଧ ବଂଶର ସନ୍ତାନଗଣ ସେହି ଦେଶରେ ବାସ କଲେ; ସେମାନେ ବୃଦ୍ଧି ପାଇ ବାଶନଠାରୁ ବାଲ୍-ହର୍ମୋନ୍, ସନୀର୍ ଓ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ବ୍ୟାପିଗଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ମନଃଶିର ଅର୍ଦ୍ଧ ବଂଶର ସନ୍ତାନଗଣ ସେହି ଦେଶରେ ବାସ କଲେ; ସେମାନେ ବୃଦ୍ଧି ପାଇ ବାଶନଠାରୁ ବାଲ୍-ହର୍ମୋନ୍, ସନୀର୍ ଓ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ବ୍ୟାପିଗଲେ।