1 Chronicles 5:24 — Compare Translations

5 translations compared side by side

Odia - 1840
"ସମାନଙ୍କେ ପରିବାର ନେତାଗଣ ଥିଲେ: ଏଫର, ୟୀଶି, ଇଲୀଯଲେ, ଅସ୍ରୀଯଲେ, ୟିରମିଯ, ହୋଦବିଯ ଓ ୟହଦୀଯଲେ, ସହେି ଲୋକମାନେ ଅତ୍ଯନ୍ତ ବଳିଷ୍ଠ ସାହସୀ ଏବଂ ବିଖ୍ଯାତ ବ୍ଯକ୍ତିଗଣ ଥିଲେ। ସମାନେେ ସମାନଙ୍କେର ପରିବାରବର୍ଗର ମୁଖ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏମାନେ ଆପଣାମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଯଥା, ଏଫର ଓ ଯିଶି ଓ ଇଲୀୟେଲ ଓ ଅସ୍ରୀୟେଲ୍ ଓ ଯିରିମୀୟ ଓ ହୋଦବୀୟ ଓ ଯହଦୀୟେଲ୍, ଏସମସ୍ତେ ମହାବିକ୍ରମଶାଳୀ ଓ ବିଖ୍ୟାତ ଓ ଆପଣା ଆପଣା ପିତୃବଂଶର ପ୍ରଧାନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ପରିବାରର ନେତାଗଣ ଥିଲେ: ଏଫର, ଯୀଶି, ଇଲୀୟେଲ, ଅସ୍ରୀୟେଲ, ଯିରିମିୟ, ହୋଦବିୟ ଓ ଯହଦୀୟେଲ, ସେହି ଲୋକମାନେ ଅତ୍ୟନ୍ତ ବଳିଷ୍ଠ ସାହସୀ ଏବଂ ବିଖ୍ୟାତ ବ୍ୟକ୍ତିଗଣ ଥିଲେ। ସେମାନେ ସେମାନଙ୍କର ପରିବାରବର୍ଗର ମୁଖ୍ୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏମାନେ ଆପଣାମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଯଥା, ଏଫର, ଈଶୀ, ଇଲୀୟେଲ୍‍, ଅସ୍ରୀୟେଲ, ଯିରିମୀୟ, ହୋଦବୀୟ ଓ ଯହଦୀୟେଲ୍‍, ଏସମସ୍ତେ ମହାବିକ୍ରମଶାଳୀ, ବିଖ୍ୟାତ ଓ ଆପଣା ଆପଣା ପିତୃବଂଶର ପ୍ରଧାନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏମାନେ ଆପଣାମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଯଥା, ଏଫର, ଈଶୀ, ଇଲୀୟେଲ୍‍, ଅସ୍ରୀୟେଲ, ଯିରିମୀୟ, ହୋଦବୀୟ ଓ ଯହଦୀୟେଲ୍‍, ଏସମସ୍ତେ ମହାବିକ୍ରମଶାଳୀ, ବିଖ୍ୟାତ ଓ ଆପଣା ଆପଣା ପିତୃବଂଶର ପ୍ରଧାନ ଥିଲେ।