1 Chronicles 5:25 — Compare Translations

5 translations compared side by side

Odia - 1840
"କିନ୍ତୁ ଏହି ନେତାମାନେ ସମାନଙ୍କେର ପୂର୍ବପୁରୁଷମାନଙ୍କର ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଲେ। ସମାନେେ ସହେି ଲୋକମାନଙ୍କର ମିଥ୍ଯା ଦବେତାଗଣର ଉପାସନା କରିବାକୁ ଆରମ୍ଭ କଲେ, ଯେଉଁମାନଙ୍କୁ ପରମେଶ୍ବର ସମାନଙ୍କେ ସମ୍ମୁଖ ରେ ନଷ୍ଟ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ଵରଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କଲେ, ଆଉ ପରମେଶ୍ଵର ଯେଉଁ ଦେଶୀୟ ଲୋକମାନଙ୍କୁ ସେମାନଙ୍କ ସମ୍ମୁଖରେ ବିନାଶ କରିଥିଲେ, ସେମାନେ ସେମାନଙ୍କ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏହି ନେତାମାନେ ସେମାନଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କଲେ। ସେମାନେ ସେହି ଲୋକମାନଙ୍କର ମିଥ୍ୟା ଦେବତାଗଣର ଉପାସନା କରିବାକୁ ଆରମ୍ଭ କଲେ, ଯେଉଁମାନଙ୍କୁ ପରମେଶ୍ୱର ସେମାନଙ୍କ ସମ୍ମୁଖରେ ନଷ୍ଟ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ, ଆଉ ପରମେଶ୍ୱର ଯେଉଁ ଦେଶୀୟ ଲୋକମାନଙ୍କୁ ସେମାନଙ୍କ ସମ୍ମୁଖରେ ବିନାଶ କରିଥିଲେ, ସେମାନେ ସେମାନଙ୍କ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ, ଆଉ ପରମେଶ୍ୱର ଯେଉଁ ଦେଶୀୟ ଲୋକମାନଙ୍କୁ ସେମାନଙ୍କ ସମ୍ମୁଖରେ ବିନାଶ କରିଥିଲେ, ସେମାନେ ସେମାନଙ୍କ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କଲେ।