1 Chronicles 5:26 — Compare Translations
5 translations compared side by side
Odia - 1840
"ତେଣୁ ଇଶ୍ରାୟେଲର ପରମେଶ୍ବର ଅଶୂର ରାଜା ପୂଲର ମନ ରେ ୟୁଦ୍ଧ ନିମନ୍ତେ ୟିବା ପାଇଁ ଉତ୍ତଜେନା ସୃଷ୍ଟି କଲେ। ପୂଲ୍ ଅଶୂର ରାଜା ଥିଲେ। ତେଣୁ ତାଙ୍କୁ ତିଗ୍ଲତ-ପଲନେଷେର ମଧ୍ଯ କୁହାୟାଏ। ସେ ରୂବନେ ଓ ଗାଦ୍ ଗୋଷ୍ଠୀର ମନଃଶିର ଅର୍ଦ୍ଧକେ ଗୋଷ୍ଠୀ ସହିତ ୟୁଦ୍ଧ କଲେ। ସେ ବଳପୂର୍ବକ ସମାନଙ୍କେୁ ଗୃହରୁ ବିତାଡ଼ିତ କଲେ ଓ ବନ୍ଦୀ କରି ନଇଗେଲେ। ପୂଲ ସମାନଙ୍କେୁ ହଲଦ, ହାବୋର, ହାରା ଓ ଗୋଶନ୍ ନଦୀ ନିକଟକୁ ଆଣିଲେ। ସହେିଦିନଠାରୁ ସମାନେେ ସହେି ସ୍ଥାନ ରେ ବାସ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲର ପରମେଶ୍ଵର ଅଶୂରର ରାଜା ପୂଲ୍ର ମନକୁ ଓ ଅଶୂରର ରାଜା ତିଗ୍ଲତ୍-ପିଲେଷରର ମନକୁ ଉତ୍ତେଜିତ କଲେ, ତହିଁରେ ସେ ସେମାନଙ୍କୁ, ଅର୍ଥାତ୍, ରୁବେନୀୟ ଓ ଗାଦୀୟ ଓ ମନଃଶିର ଅର୍ଦ୍ଧବଂଶୀୟ ଲୋକଙ୍କୁ ହଲହ ଓ ହାବୋର ଓ ହାରା ଓ ଗୋଶନ ନଦୀତୀରକୁ ଆଣିଲା, ଅଦ୍ୟାପି ସେମାନେ ସେଠାରେ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲର ପରମେଶ୍ୱର ଅଶୂର ରାଜା ପୂଲ୍ର ମନରେ ଯୁଦ୍ଧ ନିମନ୍ତେ ଯିବା ପାଇଁ ଉତ୍ତେଜନା ସୃଷ୍ଟି କଲେ। ପୂଲ୍ ଅଶୂର ରାଜା ଥିଲେ। ତେଣୁ ତାଙ୍କୁ ତିଗ୍ଲତ-ପିଲ୍ନେଷର ମଧ୍ୟ କୁହାଯାଏ। ସେ ରୁବେନ୍, ଗାଦ୍ ଓ ମନଃଶିର ଅର୍ଦ୍ଧେକ ଗୋଷ୍ଠୀ ସହିତ ଯୁଦ୍ଧ କଲେ। ସେ ବଳପୂର୍ବକ ସେମାନଙ୍କୁ ଗୃହରୁ ବିତାଡ଼ିତ କଲେ ଓ ବନ୍ଦୀ କରି ନେଇଗଲେ। ପୂଲ୍ ସେମାନଙ୍କୁ ହଲହ, ହାବୋର, ହାରା ଓ ଗୋଶନ୍ ନଦୀ ନିକଟକୁ ଆଣିଲେ। ସେହି ଦିନଠାରୁ ସେମାନେ ସେହି ସ୍ଥାନରେ ବାସ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲର ପରମେଶ୍ୱର ଅଶୂରର ରାଜା ପୂଲ୍ର ମନକୁ ଓ ଅଶୂରର ରାଜା ତିଗ୍ଲତ୍-ପିଲ୍ନେଷରର ମନକୁ ଉତ୍ତେଜିତ କଲେ, ତହିଁରେ ସେ ସେମାନଙ୍କୁ, ଅର୍ଥାତ୍, ରୁବେନୀୟ, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶୀୟ ଲୋକଙ୍କୁ ହଲହ, ହାବୋର, ହାରା ଓ ଗୋଶନ ନଦୀତୀରକୁ ଆଣିଲା, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲର ପରମେଶ୍ୱର ଅଶୂରର ରାଜା ପୂଲ୍ର ମନକୁ ଓ ଅଶୂରର ରାଜା ତିଗ୍ଲତ୍-ପିଲ୍ନେଷରର ମନକୁ ଉତ୍ତେଜିତ କଲେ, ତହିଁରେ ସେ ସେମାନଙ୍କୁ, ଅର୍ଥାତ୍, ରୁବେନୀୟ, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶୀୟ ଲୋକଙ୍କୁ ହଲହ, ହାବୋର, ହାରା ଓ ଗୋଶନ ନଦୀତୀରକୁ ଆଣିଲା, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।