1 Chronicles 5:4 — Compare Translations
5 translations compared side by side
Odia - 1840
"ଯାୟେଲଙ୍କ ବଂଶଧରମାନଙ୍କର ନାମ ଏହି: ଶିମଯିଯ ୟୋଯଲଙ୍କ ପୁତ୍ର, ଗୋଗ୍ ଶିମିଯିଯଙ୍କ ପୁତ୍ର ଓ ଶିମିଯି ଗୋଗ୍ଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋୟେଲର ସନ୍ତାନଗଣ; ତାହାର ପୁତ୍ର ଶିମୟୀୟ, ତାହାର ପୁତ୍ର ଗୋଗ୍, ତାହାର ପୁତ୍ର ଶିମୀୟି;
Odia Bible ERV 2004 (ପବିତ୍ର ବାଇବଲ)
ଯୋୟେଲଙ୍କ ବଂଶଧରମାନଙ୍କର ନାମ ଏହି: ଶିମୟିୟ ଯୋୟେଲଙ୍କ ପୁତ୍ର, ଗୋଗ୍ ଶିମୟିୟଙ୍କ ପୁତ୍ର ଓ ଶିମିୟି ଗୋଗ୍ଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋୟେଲର ସନ୍ତାନଗଣ; ତାହାର ପୁତ୍ର ଶମୟୀୟ, ତାହାର ପୁତ୍ର ଗୋଗ୍, ତାହାର ପୁତ୍ର ଶିମୀୟି;
Odia IRV 2017 (ଓଡିଆ ବାଇବେଲ)
ଯୋୟେଲର ସନ୍ତାନଗଣ; ତାହାର ପୁତ୍ର ଶମୟୀୟ, ତାହାର ପୁତ୍ର ଗୋଗ୍, ତାହାର ପୁତ୍ର ଶିମୀୟି;