1 Chronicles 5:6 — Compare Translations

5 translations compared side by side

Odia - 1840
"ବରୋ ବାଲ୍ଙ୍କ ପୁତ୍ର ଥିଲେ। ଅଶୂର ରାଜା ତିଗଲତ୍ ପିଲନଷେର ବରୋଙ୍କୁ ତାଙ୍କର ଗୃହରୁ ନିର୍ବାସିତ କରି ନଇେ ଗଲେ। ତେଣୁ ବରୋ ଅଶୂର ରାଜାଙ୍କର ବନ୍ଦୀରୂପେ ରହିଲେ। ବରୋ ରୁବନ୍ଙ୍କେ ଗୋଷ୍ଠୀଯର ମୁଖ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ପୁତ୍ର ବେରା, ଏହାକୁ ଅଶୂର-ରାଜା ତିଗ୍ଲତ୍-ପିଲେଷର ବନ୍ଦୀ କରି ନେଇଗଲା; ଏ ରୁବେନୀୟମାନଙ୍କର ଅଧିପତି ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ବେରା ବା‌ଲ୍‌ଙ୍କ ପୁତ୍ର ଥିଲେ। ଅଶୂର ରାଜା ତିଗ୍ଲତ୍ ପି‌ଲ୍‌ନେଷର ବେରାଙ୍କୁ ତାଙ୍କର ଗୃହରୁ ନିର୍ବାସିତ କରି ନେଇ ଗଲେ। ତେଣୁ ବେରା ଅଶୂର ରାଜାଙ୍କର ବନ୍ଦୀରୂପେ ରହିଲେ। ବେରା ରୁବେ‌ନଙ୍କ ଗୋଷ୍ଠୀୟର ମୁଖ୍ୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ପୁତ୍ର ବେରା, ଯାହାକୁ ଅଶୂର-ରାଜା ତିଗ୍ଲତ୍‍-ପିଲ୍‍ନେଷର ବନ୍ଦୀ କରି ନେଇଗଲା; ସେ ରୁବେନୀୟମାନଙ୍କର ଅଧିପତି ଥିଲା।
Odia IRV 2017 (ଓଡିଆ ବାଇବେଲ)
ତାହାର ପୁତ୍ର ବେରା, ଯାହାକୁ ଅଶୂର-ରାଜା ତିଗ୍ଲତ୍‍-ପିଲ୍‍ନେଷର ବନ୍ଦୀ କରି ନେଇଗଲା; ସେ ରୁବେନୀୟମାନଙ୍କର ଅଧିପତି ଥିଲା।