1 Chronicles 5:7 — Compare Translations
5 translations compared side by side
Odia - 1840
"ପରିବାରର ଇତିହାସ ରେ ଯେଉଁପରି ଲଖାେ ୟାଇଅଛି, ଠିକ୍ ସହେିପରି ଯାୟେଲଙ୍କ ଭ୍ରାତୃଗଣ ଓ ତାହାଙ୍କ ପରିବାରବର୍ଗ ତାଲିକା କରା ୟାଇଅଛି। ୟିଯିଯଲେ ପ୍ରଥମ ପୁତ୍ର ଥିଲେ, ତା'ପରେ ଜିଖରିଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ସେମାନଙ୍କ ବଂଶାବଳୀ ଲେଖାଗଲା, ସେତେବେଳେ ଆପଣା ଆପଣା ଗୋଷ୍ଠୀ ଅନୁସାରେ ଏହାର ଏହି ଭ୍ରାତୃଗଣ ଥିଲେ; ପ୍ରଧାନ ଯିୟୀୟେଲ ଓ ଜିଖରୀୟ ପ୍ର.ବଂ.୫:୧୭
Odia Bible ERV 2004 (ପବିତ୍ର ବାଇବଲ)
ପରିବାରର ଇତିହାସରେ ଯେଉଁପରି ଲେଖା ଯାଇଅଛି, ଠିକ୍ ସେହିପରି ଯୋୟେଲଙ୍କ ଭ୍ରାତୃଗଣ ଓ ତାହାଙ୍କ ପରିବାରବର୍ଗ ତାଲିକା କରା ଯାଇଅଛି। ଯିୟିୟେଲ ପ୍ରଥମ ପୁତ୍ର ଥିଲେ, ତା’ପରେ ଜିଖରିୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ସେମାନଙ୍କ ବଂଶାବଳୀ ଲେଖାଗଲା, ସେତେବେଳେ ଆପଣା ଆପଣା ଗୋଷ୍ଠୀ ଅନୁସାରେ ଏହାର ଏହି ଭ୍ରାତୃଗଣ ଥିଲେ; ପ୍ରଧାନ ଯିୟୀୟେଲ୍ ଓ ଜିଖରୀୟ
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ସେମାନଙ୍କ ବଂଶାବଳୀ ଲେଖାଗଲା, ସେତେବେଳେ ଆପଣା ଆପଣା ଗୋଷ୍ଠୀ ଅନୁସାରେ ଏହାର ଏହି ଭ୍ରାତୃଗଣ ଥିଲେ; ପ୍ରଧାନ ଯିୟୀୟେଲ୍ ଓ ଜିଖରୀୟ