1 Chronicles 5:9 — Compare Translations
5 translations compared side by side
Odia - 1840
"ବଲୋଙ୍କ ବଂଶଧରମାନ ପୂର୍ବଦିଗ ରେ ମରୁଭୂମିର ସୀମାବର୍ତ୍ତୀ ଫରାତ୍ ନଦୀ ନିକଟରେ ବାସ କରୁଥିଲେ। ଗିଲିଯଦ ରେ ସମାନଙ୍କେର ଅନକେ ଗୋପଲ ଥିବାରୁ ସମାନେେ ସହେି ସ୍ଥାନ ରେ ବାସ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପୂର୍ବଦିଗରେ ସେ ଫରାତ୍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲୀୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବେଲାଙ୍କ ବଂଶଧରମାନ ପୂର୍ବଦିଗରେ ମରୁଭୂମିର ସୀମାବର୍ତ୍ତୀ ଫରାତ୍ ନଦୀ ନିକଟରେ ବାସ କରୁଥିଲେ। ଗିଲିୟଦରେ ସେମାନଙ୍କର ଅନେକ ଗୋପଲ ଥିବାରୁ ସେମାନେ ସେହି ସ୍ଥାନରେ ବାସ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପୂର୍ବ ଦିଗରେ ସେ ଫରାତ୍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲୀୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପୂର୍ବଦିଗରେ ସେ ଫରାତ୍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲୀୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ।