1 Chronicles 6:10 — Compare Translations
5 translations compared side by side
Odia - 1840
"ୟୋହାନନ୍ ଅସରିଯଙ୍କ ପିତା ଥିଲେ (ଶଲୋମନ୍ ୟିରୁଶାଲମ ରେ ଯେଉଁ ମନ୍ଦିର ନିର୍ମାଣ କରିଥିଲେ ସଠାେରେ ଏହି ଅସରିଯ ଯାଜକ ଭାବେ କାର୍ୟ୍ଯ କରୁଥିଲେ)।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯୋହାନନ୍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକକର୍ମ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋହାନନ୍ ଅସରିୟଙ୍କ ପିତା ଥିଲେ (ଶଲୋମନ୍ ଯିରୁଶାଲମରେ ଯେଉଁ ମନ୍ଦିର ନିର୍ମାଣ କରିଥିଲେ ସେଠାରେ ଏହି ଅସରିୟ ଯାଜକ ଭାବେ କାର୍ଯ୍ୟ କରୁଥିଲେ)।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯୋହାନନ୍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକ କର୍ମ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଯୋହାନନ୍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକକର୍ମ କଲା।