1 Chronicles 6:15 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଯେତବେେଳେ ଯିହୁଦା ଓ ୟିରୁଶାଲମକୁ ନିର୍ବାସିତ କଲେ, ୟିହୋସାଦକ ଲୋକମାନଙ୍କ ସହିତ ବନ୍ଦୀରୂପେ ନିଆଗେଲ। ସଦାପ୍ରଭୁ ନବୂଖଦନିତସରଙ୍କ ଦ୍ବାରା ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ ନିର୍ବାସନ ରେ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ନବୂଖଦ୍ନିତ୍ସରର ହସ୍ତ ଦ୍ଵାରା ଯିହୁଦା ଓ ଯିରୂଶାଲମକୁ ନିର୍ବାସନ କରିବା ସମୟରେ ଏହି ଯିହୋସାଦକ୍ ବନ୍ଦୀ ହୋଇ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯେତେବେଳେ ଯିହୁଦା ଓ ଯିରୁଶାଲମକୁ ନିର୍ବାସିତ କଲେ, ଯିହୋସାଦକ ଲୋକମାନଙ୍କ ସହିତ ବନ୍ଦୀରୂପେ ନିଆଗଲେ। ସଦାପ୍ରଭୁ ନବୂଖ‌ଦ୍‌ନିତ୍ସରଙ୍କ ଦ୍ୱାରା ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ନିର୍ବାସନରେ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ନବୂଖଦ୍‍ନିତ୍ସରର ହସ୍ତ ଦ୍ୱାରା ଯିହୁଦା ଓ ଯିରୂଶାଲମକୁ ନିର୍ବାସନ କରିବା ସମୟରେ ଏହି ଯିହୋଷାଦକ ବନ୍ଦୀ ହୋଇଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ନବୂଖଦ୍‍ନିତ୍ସରର ହସ୍ତ ଦ୍ୱାରା ଯିହୁଦା ଓ ଯିରୂଶାଲମକୁ ନିର୍ବାସନ କରିବା ସମୟରେ ଏହି ଯିହୋଷାଦକ ବନ୍ଦୀ ହୋଇ ଗଲା।