1 Chronicles 6:20 — Compare Translations
5 translations compared side by side
Odia - 1840
"ଏହିମାନେ ଗେର୍ଶୋନଙ୍କ ବଂଶଧର ଥିଲେ: ଲିବନି ଗେର୍ଶୋନଙ୍କ ପୁତ୍ର ଥିଲେ। ୟହତ୍, ଲିବନିଙ୍କ ପୁତ୍ର ଥିଲେ। ସିମ୍ମ ୟହତ୍ଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗେର୍ଶୋମ୍ର (ସନ୍ତାନ); ତାହାର ପୁତ୍ର ଲିବ୍ନି, ତାହାର ପୁତ୍ର ଯହତ୍, ତାହାର ପୁତ୍ର ସିମ୍ମ;
Odia Bible ERV 2004 (ପବିତ୍ର ବାଇବଲ)
ଏହିମାନେ ଗେର୍ଶୋନଙ୍କ ବଂଶଧର ଥିଲେ: ଲିବ୍ନି ଗେର୍ଶୋନଙ୍କ ପୁତ୍ର ଥିଲେ। ଯହତ୍, ଲିବ୍ନିଙ୍କ ପୁତ୍ର ଥିଲେ। ସିମ୍ମ ଯହତଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗେର୍ଶୋମର (ସନ୍ତାନ); ତାହାର ପୁତ୍ର ଲିବ୍ନି, ତାହାର ପୁତ୍ର ଯହତ୍, ତାହାର ପୁତ୍ର ସିମ୍ମ;
Odia IRV 2017 (ଓଡିଆ ବାଇବେଲ)
ଗେର୍ଶୋମର (ସନ୍ତାନ); ତାହାର ପୁତ୍ର ଲିବ୍ନି, ତାହାର ପୁତ୍ର ଯହତ୍, ତାହାର ପୁତ୍ର ସିମ୍ମ;