1 Chronicles 6:22 — Compare Translations
5 translations compared side by side
Odia - 1840
"ଏହିମାନେ କହାତଙ୍କ ବଂଶଧର ଥିଲେ। ଅମ୍ମୀନାଦବ୍ କହାତ୍ଙ୍କ ପୁତ୍ର ଥିଲେ। କୋରହ ଅମ୍ମୀନାଦବଙ୍କ ପୁତ୍ର ଥିଲେ। ଅସୀର କୋରହଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କହାତ୍ର ସନ୍ତାନ; ତାହାର ପୁତ୍ର ଅମ୍ମୀନାଦବ୍, ତାହାର ପୁତ୍ର କୋରହ, ତାହାର ପୁତ୍ର ଅସୀର;
Odia Bible ERV 2004 (ପବିତ୍ର ବାଇବଲ)
ଏହିମାନେ କହାତଙ୍କ ବଂଶଧର ଥିଲେ। ଅମ୍ମୀନାଦବ୍ କହାତଙ୍କ ପୁତ୍ର ଥିଲେ। କୋରହ ଅମ୍ମୀନାଦବଙ୍କ ପୁତ୍ର ଥିଲେ। ଅସୀର କୋରହଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କହାତର ସନ୍ତାନ; ତାହାର ପୁତ୍ର ଅମ୍ମୀନାଦବ, ତାହାର ପୁତ୍ର କୋରହ, ତାହାର ପୁତ୍ର ଅସୀର;
Odia IRV 2017 (ଓଡିଆ ବାଇବେଲ)
କହାତର ସନ୍ତାନ; ତାହାର ପୁତ୍ର ଅମ୍ମୀନାଦବ, ତାହାର ପୁତ୍ର କୋରହ, ତାହାର ପୁତ୍ର ଅସୀର;