1 Chronicles 6:24 — Compare Translations

5 translations compared side by side

Odia - 1840
"ତହତ୍ ଅସୀରଙ୍କ ପୁତ୍ର ଥିଲେ। ଊରିଯଲେ ତହତ୍ଙ୍କ ପୁତ୍ର ଥିଲେ। ଊଷିଯ ଉରିଯଲଙ୍କେ ପୁତ୍ର ଥିଲେ। ଶୌଲ୍ ଉଷିୟଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ପୁତ୍ର ତହତ୍, ତାହାର ପୁତ୍ର ଊରୀୟେଲ, ତାହାର ପୁତ୍ର ଉଷୀୟ, ତାହାର ପୁତ୍ର ଶୌଲ୍ ।
Odia Bible ERV 2004 (ପବିତ୍ର ବାଇବଲ)
ତହତ୍ ଅସୀରଙ୍କ ପୁତ୍ର ଥିଲେ। ଊରିୟେଲ ତହତ୍‌ଙ୍କ ପୁତ୍ର ଥିଲେ। ଊଷିୟ ଉରିୟେଲଙ୍କ ପୁତ୍ର ଥିଲେ। ଶୌଲ୍ ଉଷିୟଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ପୁତ୍ର ତହତ, ତାହାର ପୁତ୍ର ଊରୀୟେଲ, ତାହାର ପୁତ୍ର ଉଷୀୟ, ତାହାର ପୁତ୍ର ଶୌଲ।
Odia IRV 2017 (ଓଡିଆ ବାଇବେଲ)
ତାହାର ପୁତ୍ର ତହତ, ତାହାର ପୁତ୍ର ଊରୀୟେଲ, ତାହାର ପୁତ୍ର ଉଷୀୟ, ତାହାର ପୁତ୍ର ଶୌଲ।