1 Chronicles 6:26 — Compare Translations

5 translations compared side by side

Odia - 1840
"ଇଲକାନା ଅହୀମାେତଙ୍କର ପୁତ୍ର ଥିଲେ। ସୋଫୀଯ ଇଲକାନାଙ୍କ ପୁତ୍ର ଥିଲେ। ନହାତ୍ ସୋଫୀଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଲ୍‍କାନା; ଇଲ୍‍କାନାର ସନ୍ତାନ; ତାହାର ପୁତ୍ର ସୋଫୀ, ତାହାର ପୁତ୍ର ନହାତ୍;
Odia Bible ERV 2004 (ପବିତ୍ର ବାଇବଲ)
ସୋଫୀୟ ଇ‌ଲ୍‌କାନାଙ୍କ ପୁତ୍ର ଥିଲେ। ନହାତ୍ ସୋଫୀଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଲ୍‍କାନା; ଇଲ୍‍କାନାର ସନ୍ତାନ; ତାହାର ପୁତ୍ର ସୋଫୀ, ତାହାର ପୁତ୍ର ନହତ୍‍;
Odia IRV 2017 (ଓଡିଆ ବାଇବେଲ)
ଇଲ୍‍କାନା; ଇଲ୍‍କାନାର ସନ୍ତାନ; ତାହାର ପୁତ୍ର ସୋଫୀ, ତାହାର ପୁତ୍ର ନହତ୍‍;