1 Chronicles 6:28 — Compare Translations

5 translations compared side by side

Odia - 1840
"ଶାମୁଯଲଙ୍କେ ପୁତ୍ରମାନେ ଥିଲେ: ଯାୟେଲ ଜେଷ୍ଠ ପୁତ୍ର ଓ ଅବୀଯ କନିଷ୍ଠ ପୁତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶାମୁୟେଲଙ୍କର ସନ୍ତାନ; ପ୍ରଥମଜାତ ଯୋୟେଲ ଓ ଦ୍ଵିତୀୟ ଅବୀୟ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲଙ୍କ ପୁତ୍ରମାନେ ଥିଲେ: ଯୋୟେଲ ଜ୍ୟେଷ୍ଠ ପୁତ୍ର ଓ ଅବୀୟ କନିଷ୍ଠ ପୁତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶାମୁୟେଲଙ୍କର ସନ୍ତାନ; ପ୍ରଥମଜାତ ଯୋୟେଲ ଓ ଦ୍ୱିତୀୟ ଅବୀୟ।
Odia IRV 2017 (ଓଡିଆ ବାଇବେଲ)
ଶାମୁୟେଲଙ୍କର ସନ୍ତାନ; ପ୍ରଥମଜାତ ଯୋୟେଲ ଓ ଦ୍ୱିତୀୟ ଅବୀୟ।