1 Chronicles 6:31 — Compare Translations
5 translations compared side by side
Odia - 1840
"ନିଯମ ସିନ୍ଦୁକ ସଦାପ୍ରଭୁଙ୍କ ଗୃହର ତମ୍ବୁ ମଧିଅରେ ରଖାୟିବା ପରେ ଦାଉଦ ଏହି ବ୍ଯକ୍ତିମାନଙ୍କୁ ବାଦ୍ଯକାରୀ ରୂପେ ମନୋନୀତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(ନିୟମ) ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିରର ବାଦ୍ୟକାରୀଗଣ ନିୟମ-ସିନ୍ଦୁକ ସଦାପ୍ରଭୁଙ୍କ ଗୃହର ତମ୍ବୁ ମଧ୍ୟରେ ରଖାଯିବା ପରେ ଦାଉଦ ଏହି ବ୍ୟକ୍ତିମାନଙ୍କୁ ବାଦ୍ୟକାରୀ ରୂପେ ମନୋନୀତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(ନିୟମ)ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।
Odia IRV 2017 (ଓଡିଆ ବାଇବେଲ)
(ନିୟମ)ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।