1 Chronicles 6:32 — Compare Translations

5 translations compared side by side

Odia - 1840
"ଏହି ବ୍ଯକ୍ତିମାନେ ପବିତ୍ର ତମ୍ବୁ ମଧିଅରେ ସଙ୍ଗୀତ ଗାନ କରି ସବୋକାର୍ୟ୍ଯ କଲେ। ଏହି ପବିତ୍ର ତମ୍ବୁକୁ ସମାଗମ ତମ୍ବୁ ବୋଲି ମଧ୍ଯ କୁହା ଯାଉଥିଲା। ଶଲୋମନ ୟିରୁଶାଲମ ରେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବା ପର୍ୟ୍ଯନ୍ତ ଏହି ବ୍ଯକ୍ତିମାନେ ସବୋକାର୍ୟ୍ଯ କଲେ। ସମାନଙ୍କେ କାର୍ୟ୍ଯ ନିମନ୍ତେ ସମାନଙ୍କେୁ ଦିଆୟାଇଥିବା ନିଯମାବଳୀକୁ ସୂଚାରୁରୂପେ ପାଳନ କରି ସମାନେେ ସବୋକାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ଵୁରୂପ ଆବାସ ସମ୍ମୁଖରେ ଗାନ ଦ୍ଵାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ଵ ସ୍ଵ ପଦରେ ସେବା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ବ୍ୟକ୍ତିମାନେ ପବିତ୍ର ତମ୍ବୁ ମଧ୍ୟରେ ସଙ୍ଗୀତ ଗାନ କରି ସେବାକାର୍ଯ୍ୟ କଲେ। ଏହି ପବିତ୍ର ତମ୍ବୁକୁ ସମାଗମ-ତମ୍ବୁ ବୋଲି ମଧ୍ୟ କୁହା ଯାଉଥିଲା। ଶଲୋମନ ଯିରୁଶାଲମରେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବା ପର୍ଯ୍ୟନ୍ତ ଏହି ବ୍ୟକ୍ତିମାନେ ସେବାକାର୍ଯ୍ୟ କଲେ। ସେମାନଙ୍କ କାର୍ଯ୍ୟ ନିମନ୍ତେ ସେମାନଙ୍କୁ ଦିଆଯାଇଥିବା ନିୟମାବଳୀକୁ ସୂଗ୍ଭରୁରୂପେ ପାଳନ କରି ସେମାନେ ସେବାକାର୍ଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ବୁରୂପ ଆବାସ ସମ୍ମୁଖରେ ଗାନ ଦ୍ୱାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ୱ ସ୍ୱ ପଦରେ ସେବା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ବୁରୂପ ଆବାସ ସମ୍ମୁଖରେ ଗାନ ଦ୍ୱାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ୱ ସ୍ୱ ପଦରେ ସେବା କଲେ।