1 Chronicles 6:33 — Compare Translations
5 translations compared side by side
Odia - 1840
"ସଙ୍ଗୀତ ଦ୍ବାରା ସବୋକାର୍ୟ୍ଯ କରୁଥିବା ବ୍ଯକ୍ତିଗଣ ଓ ସମାନଙ୍କେର ପୁତ୍ରଗଣ କହାତଙ୍କର ବଂଶଧର ଥିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ସେବାକାରୀ ଲୋକମାନେ ଓ ସେମାନଙ୍କ ସନ୍ତାନଗଣ, ଯଥା, କହାତୀୟ ସନ୍ତାନଗଣ ମଧ୍ୟରେ ହେମନ୍ ଗାୟକ, ସେ ଯୋୟେଲର ପୁତ୍ର, ସେ ଶାମୁୟେଲଙ୍କର ପୁତ୍ର;
Odia Bible ERV 2004 (ପବିତ୍ର ବାଇବଲ)
ସଙ୍ଗୀତ ଦ୍ୱାରା ସେବାକାର୍ଯ୍ୟ କରୁଥିବା ବ୍ୟକ୍ତିଗଣ ଓ ସେମାନଙ୍କର ପୁତ୍ରଗଣ କହାତଙ୍କର ବଂଶଧର ଥିଲେ, ଗାୟକ ହେମନ୍। ହେମନ୍ ଯୋୟେଲଙ୍କ ପୁତ୍ର ଥିଲେ। ଯୋୟେଲ ଶାମୁୟେଲଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ସେବାକାରୀ ଲୋକମାନେ ଓ ସେମାନଙ୍କ ସନ୍ତାନଗଣ, ଯଥା, କହାତୀୟ ସନ୍ତାନଗଣ ମଧ୍ୟରେ ହେମନ ଗାୟକ, ସେ ଯୋୟେଲର ପୁତ୍ର, ସେ ଶାମୁୟେଲଙ୍କର ପୁତ୍ର;
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ସେବାକାରୀ ଲୋକମାନେ ଓ ସେମାନଙ୍କ ସନ୍ତାନଗଣ, ଯଥା, କହାତୀୟ ସନ୍ତାନଗଣ ମଧ୍ୟରେ ହେମନ ଗାୟକ, ସେ ଯୋୟେଲର ପୁତ୍ର, ସେ ଶାମୁୟେଲଙ୍କର ପୁତ୍ର;