1 Chronicles 6:36 — Compare Translations

5 translations compared side by side

Odia - 1840
"ଅମାସଯ ଇଲ୍କାନାଙ୍କ ପୁତ୍ର ଥିଲେ। ଇଲ୍କାନା ଯାୟେଲଙ୍କ ପୁତ୍ର ଥିଲେ। ଯାୟେଲ୍ ଅସରିଯଙ୍କ ପୁତ୍ର ଥିଲେ। ଅସରିଯ ସଫନିଯରଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଇଲ୍‍କାନାର ପୁତ୍ର, ସେ ଯୋୟେଲର ପୁତ୍ର, ସେ ଅସରୀୟର ପୁତ୍ର, ସେ ସଫନୀୟର ପୁତ୍ର;
Odia Bible ERV 2004 (ପବିତ୍ର ବାଇବଲ)
ଅମାସୟ ଇ‌ଲ୍‌କାନାଙ୍କ ପୁତ୍ର ଥିଲେ। ଇ‌ଲ୍‌କାନା ଯୋୟେଲଙ୍କ ପୁତ୍ର ଥିଲେ। ଯୋୟେଲ ଅସରିୟଙ୍କ ପୁତ୍ର ଥିଲେ। ଅସରିୟ ସିଫନିୟର ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଇଲ୍‍କାନାର ପୁତ୍ର, ସେ ଯୋୟେଲର ପୁତ୍ର, ସେ ଅସରୀୟର ପୁତ୍ର, ସେ ସଫନୀୟର ପୁତ୍ର;
Odia IRV 2017 (ଓଡିଆ ବାଇବେଲ)
ସେ ଇଲ୍‍କାନାର ପୁତ୍ର, ସେ ଯୋୟେଲର ପୁତ୍ର, ସେ ଅସରୀୟର ପୁତ୍ର, ସେ ସଫନୀୟର ପୁତ୍ର;