1 Chronicles 6:39 — Compare Translations

5 translations compared side by side

Odia - 1840
"ହମେନ୍ଙ୍କ ଆତ୍ମୀଯ ଥିଲେ ଆସଫ୍। ଆସଫ୍ ହମେନ୍ଙ୍କ ଦକ୍ଷିଣ ପାଶର୍‌ବ ରେ ରହି ସବୋକାର୍ୟ୍ଯ କରୁଥିଲେ। ଆସଫ ବରେିଖିଯଙ୍କ ପୁତ୍ର ଥିଲେ। ବରେିଖିଯ ଶିମିଯଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେମନର ଭ୍ରାତା ଆସଫ୍ ତାହାର ଦକ୍ଷିଣରେ ଠିଆ ହେଲା, ସେହି ଆସଫ୍ ବେରିଖୀୟର ପୁତ୍ର, ସେ ଶିମୀୟର ପୁତ୍ରନ୍ତଣ ଦ୍ଵି.ବଂ.୫:୧୨
Odia Bible ERV 2004 (ପବିତ୍ର ବାଇବଲ)
ହେମ‌ନଙ୍କ ଆତ୍ମୀୟ ଥିଲେ ଆସଫ୍। ଆସଫ୍ ହେମ‌ନଙ୍କ ଦକ୍ଷିଣ ପାର୍ଶ୍ୱରେ ରହି ସେବାକାର୍ଯ୍ୟ କରୁଥିଲେ। ଆସଫ ବେରିଖିୟଙ୍କ ପୁତ୍ର ଥିଲେ। ବେରିଖିୟ ଶିମିୟଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେମନର ଭ୍ରାତା ଆସଫ ତାହାର ଦକ୍ଷିଣରେ ଠିଆ ହେଲା, ସେହି ଆସଫ ବେରିଖୀୟର ପୁତ୍ର, ସେ ଶିମୀୟର ପୁତ୍ର;
Odia IRV 2017 (ଓଡିଆ ବାଇବେଲ)
ହେମନର ଭ୍ରାତା ଆସଫ ତାହାର ଦକ୍ଷିଣରେ ଠିଆ ହେଲା, ସେହି ଆସଫ ବେରିଖୀୟର ପୁତ୍ର, ସେ ଶିମୀୟର ପୁତ୍ର;