1 Chronicles 6:40 — Compare Translations
5 translations compared side by side
Odia - 1840
"ଶିମିଯ ମୀଖାଯଲଙ୍କେ ପୁତ୍ର ଥିଲେ। ମୀଖାଯଲେ ବା ସଯଙ୍କେ ପୁତ୍ର ଥିଲେ। ବା ସଯେ ମଲ୍କିଯରଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୀଖାୟେଲର ପୁତ୍ର, ସେ ବାସେୟର ପୁତ୍ର, ସେ ମଲ୍କୀୟର ପୁତ୍ର;
Odia Bible ERV 2004 (ପବିତ୍ର ବାଇବଲ)
ଶିମିୟ ମୀଖାୟେଲଙ୍କ ପୁତ୍ର ଥିଲେ। ମୀଖାୟେଲ ବାସେୟଙ୍କ ପୁତ୍ର ଥିଲେ। ବାସେୟ ମଲ୍କିୟରଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୀଖାୟେଲର ପୁତ୍ର, ସେ ବାସେୟର ପୁତ୍ର, ସେ ମଲ୍କୀୟର ପୁତ୍ର;
Odia IRV 2017 (ଓଡିଆ ବାଇବେଲ)
ସେ ମୀଖାୟେଲର ପୁତ୍ର, ସେ ବାସେୟର ପୁତ୍ର, ସେ ମଲ୍କୀୟର ପୁତ୍ର;