1 Chronicles 6:41 — Compare Translations

5 translations compared side by side

Odia - 1840
"ମଲ୍କିଯର ଇତ୍ନିଙ୍କ ପୁତ୍ର ଥିଲେ। ଇତ୍ନି ସରହଙ୍କେ ପୁତ୍ର ଥିଲେ। ସରହେ ଅଦାଯାଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଇତ୍ନିର ପୁତ୍ର, ସେ ସେରହର ପୁତ୍ର, ସେ ଅଦାୟାର ପୁତ୍ର;
Odia Bible ERV 2004 (ପବିତ୍ର ବାଇବଲ)
ମ‌ଲ୍‌କିୟର ଇତ୍‌ନିଙ୍କ ପୁତ୍ର ଥିଲେ। ଇତ୍‌ନି ସେରହଙ୍କ ପୁତ୍ର ଥିଲେ। ସେରହ ଅଦାୟାଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଇତ୍‍ନିର ପୁତ୍ର, ସେ ସେରହର ପୁତ୍ର, ସେ ଅଦାୟାର ପୁତ୍ର;
Odia IRV 2017 (ଓଡିଆ ବାଇବେଲ)
ସେ ଇତ୍‍ନିର ପୁତ୍ର, ସେ ସେରହର ପୁତ୍ର, ସେ ଅଦାୟାର ପୁତ୍ର;